ଧାମନଗରର ଖାନୱାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୧୮।୧୨: ଧାମନଗରରେ ଥିବା ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକ ସ୍ଥଳ ଖାନୱାରେ ଏକ ପାଣି ଟାଙ୍କୀ ସହିତ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ.…
ସ୍କୁଲ ଆସି ବହେ କାନ୍ଦୁଛନ୍ତି ତ ବହେ ହସୁଛନ୍ତି: ବରଗଛ ମୂଳେ ପଡ଼ୁଛନ୍ତି ଚେତା ହରାଇ
ବାସୁଦେବପୁର, ୩।୧୧ (ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅଢ଼ୁଁଆ ନୋଡାଲ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ର ଅସ୍ବାଭାବିକ ଆଚରଣ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳୁଛି। ଛାତ୍ରୀଛାତ୍ର ବିଦ୍ୟାଳୟକୁ ଆସିବା ପରେ କେତେବେଳେ କାନ୍ଦୁଛନ୍ତି ତ ଆଉ କେତେବେଳେ…
ମଣ୍ଡପକୁ ପ୍ରଥମ ଭୋଗ ଥାନାରୁ ଆସେ
ଭଦ୍ରକ ଜିଲା ବାସୁଦେବପୁରର ଗଁାଠୁ ସହର ପର୍ଯ୍ୟନ୍ତ ବିଭିନ୍ନ ପୂଜା ମଣ୍ଡପରେ ଶନିବାର ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା ଅନୁଷ୍ଠିତ ହୋଇଛି। ବାସୁଦେବପୁର ମୁଖ୍ୟ ବଜାରସ୍ଥିତ ପୌରପାଳିକା ଅଫିସ ସାମ୍ନାରେ ଥିବା ପୂଜା ମଣ୍ଡପରେ ମା’ ଦୁର୍ଗାଙ୍କ ପୂଜା ଏଥର ୫୯ବର୍ଷରେ…
ଆଇଟିଆଇ ଛାତ୍ରଙ୍କୁ ଧକ୍କା ଦେଲା ହାଇଓ୍ବା
ପଦ୍ମପୁର,୭।୧୨(ଡି.ଏନ୍.ଏ): ଭଦ୍ରକ ଜିଲା ବାସୁଦେବପୁର ବଜାର ପୁରୁଣା ଷ୍ଟେଟବ୍ୟାଙ୍କ ଛକ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ହାଇଓ୍ବା ଧକ୍କା ଦେବାରୁ ଜଣେ ଆଇଟିଆଇ ଛାତ୍ରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତ ଛାତ୍ର ଜଣଙ୍କ ହେଲେ ବିନାୟକପୁର ଗ୍ରାମର ରିଙ୍କୁ ସାହୁ…
ପୋଖରୀରୁ ମିଳିଲା ବ୍ୟକ୍ତିଙ୍କ ମୃତଦେହ
ପଦ୍ମପୁର,୬।୧୨(ବ୍ୟୁରୋ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ରାଜଘରପୋଖରୀ ଗ୍ରାମର ଜଣେ ବ୍ୟକ୍ତିଙ୍କର ମୃତଦେହ ନିକଟସ୍ଥ ମହାପାତ୍ର ସାହି ପୋଖରୀରୁ ସୋମବାର ଜବତ କରାଯାଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ସେହି ଗ୍ରାମର ବନମାଳୀ ମହାନ୍ତି(୪୫)। ସୂଚନାନୁସାରେ, ବ୍ୟକ୍ତି ଜଣଙ୍କ ଗତ…
ଭଦ୍ରକରେ ୨୬୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୪୭ ପଜିଟିଭ୍
ଭଦ୍ରକ ଅଫିସ,୩୧।୮: – ଭଦ୍ରକ ଜିଲାରେ ସୋମବାର ୪୭ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି l ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୩୩ରେ ପହଞ୍ଚିଛି। ଚି଼ହ୍ନଟ ମାନଙ୍କ ମଧ୍ୟରେ ସମସ୍ତେ ସ୍ଥାନୀୟ ସଂକ୍ରମଣ ବୋଲି କୁହାଯାଇଛି। ୨୬୩୩ଜଣ…
ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତ ପଡୋଶୀ ଯୁବକ ଗିରଫ
ଚାନ୍ଦବାଲି,୧୬।୬(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନସ୍ଥ ଚଡଦିଆ ଗ୍ରାମ ପଞ୍ଚାୟତର ଚଡଦିଆ ଗାଁର ଜଣେ ୫ ବର୍ଷର ନାବାଳିକା ବଳାତ୍କାର ଅଭିଯୋଗରେ ପଡୋଶୀ ଘରର ଜଣେ ଯୁବକକୁ ବାଂଶଡା ପୋଲିସ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ହେଲେ…
୨୦୦ ଲିଟର ଦେଶୀ ମଦ ସହ ଅଟୋ ଜବତ, ଜଣେ ଗିରଫ
ଭଦ୍ରକ ଅଫିସ,୧୦।୬: ଭଦ୍ରକ ଟାଉନ ଥାନା ଅନ୍ତର୍ଗତ ଡାହାଣୀଗଡ଼ିଆ ଛକ ଅଂଚଳରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଚରମ୍ପା ଆଡୁ ବାଇପାସ ଆଡକୁ ଆସୁଥିବା ଏକ ଯାତ୍ରୀବାହୀ ଅଟୋରୁ(ଓଆର-୨୨ଏଫ୍-୯୨୩୭) ୨୦୦ ଲିଟର ଚୋରା ଦେଶୀ ମଦ ଜବତ ହୋଇଛି। ଭଦ୍ରକ ଡାହାଣିଗାଡ଼ିଆ ଛକ…
ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୧ ଛୁଇଁଲା
ଭଦ୍ରକ ଅଫିସ,୧୦।୬: ବୁଧବାର ଭଦ୍ରକ ଜିଲାରୁ ଜଣେ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଚି଼ହ୍ନଟ ଜଣକ କୋଲକତା ଫେରନ୍ତା ଓ ସେ ସଙ୍ଗରୋଧ କେନ୍ଦ୍ରରୁ ଚି଼ହ୍ନଟ ହୋଇଥିବା କୁହାଯାଇଛି। ଜିଲାରେ ଏବେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୧ରେ ପହଞ୍ଚିଛି।
କାନ୍ତକବିଙ୍କ ସ୍ମୃତି ରକ୍ଷା ପାଇଁ ପଦକ୍ଷେପ ନିଆଯିବ: ପର୍ଯ୍ୟଟନ ମନ୍ତ୍ରୀ
ଭଦ୍ରକ ଅଫିସ,୧୦।୬: କାନ୍ତକବି ଲଷ୍ମୀକାନ୍ତ ମହାପାତ୍ର ସ୍ମୃତି ରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏମ୍ପି ମଞ୍ଜୁଲତା ମଣ୍ଡଳ ଓ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳଙ୍କ ସହ…
Archives


