ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୧ ଛୁଇଁଲା ଭଦ୍ରକ ଅଫିସ,୧୦।୬: ବୁଧବାର ଭଦ୍ରକ ଜିଲାରୁ ଜଣେ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଚି଼ହ୍ନଟ ଜଣକ କୋଲକତା ଫେରନ୍ତା ଓ ସେ ସଙ୍ଗରୋଧ କେନ୍ଦ୍ରରୁ ଚି଼ହ୍ନଟ ହୋଇଥିବା କୁହାଯାଇଛି। ଜିଲାରେ ଏବେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୧ରେ ପହଞ୍ଚିଛି। କାନ୍ତକବିଙ୍କ ସ୍ମୃତି ରକ୍ଷା ପାଇଁ ପଦକ୍ଷେପ ନିଆଯିବ: ପର୍ଯ୍ୟଟନ ମନ୍ତ୍ରୀ ଭଦ୍ରକ ଅଫିସ,୧୦।୬: କାନ୍ତକବି ଲଷ୍ମୀକାନ୍ତ ମହାପାତ୍ର ସ୍ମୃତି ରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏମ୍ପି ମଞ୍ଜୁଲତା ମଣ୍ଡଳ ଓ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳଙ୍କ ସହ… Posts pagination Newer posts 1 … 3 4 5 Page 5 of 5«12345
କାନ୍ତକବିଙ୍କ ସ୍ମୃତି ରକ୍ଷା ପାଇଁ ପଦକ୍ଷେପ ନିଆଯିବ: ପର୍ଯ୍ୟଟନ ମନ୍ତ୍ରୀ ଭଦ୍ରକ ଅଫିସ,୧୦।୬: କାନ୍ତକବି ଲଷ୍ମୀକାନ୍ତ ମହାପାତ୍ର ସ୍ମୃତି ରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏମ୍ପି ମଞ୍ଜୁଲତା ମଣ୍ଡଳ ଓ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳଙ୍କ ସହ… Posts pagination Newer posts 1 … 3 4 5