ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ କଲା ପ୍ରେମିକ, ରଶି ଲଗାଇ ଆତ୍ମହତ୍ୟା କଲେ ଯୁବତୀ ନିଶ୍ଚିନ୍ତକୋଇଲି,୯।୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ଭଦ୍ରେଶ୍ୱର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକ ପ୍ରେମିକାର ଅନ୍ତରଙ୍ଗ ମୂହୁର୍ତର ଫଟୋକୁ ସାମାଜିକ ଗଣ ମାଧ୍ୟମରେ ପ୍ରଘଟ କରିବା ଘଟଣାକୁ ନେଇ ପ୍ରେମିକା ମାନସିକ ସ୍ତରରେ ଆଘାତ ପାଇ...