ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ
ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ । କାଗଜପତ୍ର ପ୍ରସ୍ତୁତି ସରିବା ପରେ ତାଙ୍କୁ ବ୍ରହ୍ମପୁର ସ୍ଵତନ୍ତ୍ର ଭିଜିଲାନ୍ସ ଅଦାଲତରେ…
ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…
ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ହେଲେ କଳାବତୀ ଦିଗାଲ (୫୮) । ପୋଲିସ ଶବକୁ ଜବତ କରି…
ସୋମନାଥ ରଥ ଶିକ୍ଷାର ବିକାଶ କରିଥିଲେ, ଜଟିଳ ଶିକ୍ଷା ପ୍ରକ୍ରିୟାରୁ ବାହାରି ଆଗକୁ ବଢ଼ିବାକୁ ପଡିବ
ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧକ୍ଷ ଡ ଦିଲ୍ଲୀପ କୁମାର ଖୁଣ୍ଟିଆ ଅଧ୍ୟକ୍ଷତା କରି ବିଦ୍ୟାଳୟର ସଫଳତା ସମ୍ପର୍କରେ କହିଥିଲେ…
କଳିଙ୍ଗା ଘାଟିରେ କୁଆପଥର ବର୍ଷା, କିଛି ସମୟ ପାଇଁ ଠପ୍ ହେଲା ଯାତାୟତ
ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଅଞ୍ଚଳରେ ରବିବାର ଦିନବେଳା କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ପ୍ରାୟ ୨ ରୁ ୩ ସେମି ବହଳରେ କୁଆ ପଥର ରାସ୍ତା ଉପରେ ବିଛେଇ ହୋଇ…
ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….
ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା କରାଯାଉଛି । ତାପମାତ୍ରା ଯେତେ ଅଧିକ ବଢିବ ସେହି ଅନୁପାତରେ ଜଳକଷ୍ଟ ମଧ୍ୟ…
୩ ଜଣଙ୍କୁ ବଞ୍ଚାଇ ଜୀବନ ଯୁଦ୍ଧରେ ହାରିଗଲେ ଆଶିଷ, ପୁରୀ ସ୍ବର୍ଗଦ୍ୱାରରେ ଦିଆଗଲା ଗାର୍ଡ ଅଫ୍ ଅନର୍
ଭଞ୍ଜନଗର,୧୨ା୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡ଼କୋଦଣ୍ଡାର ଆଶିଷ ସାହୁ ଭୁବନେଶ୍ୱରରେ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଡିଏମ୍ଏଲ୍ଟି ପଢ଼ୁଥିଲେ । ବାପା ତ୍ରିପତି ସାହୁ ଶ୍ରମିକ କାମ କରୁଥିଲେ। ତେଣୁ ପରିବାର ଚଳିବା କଷ୍ଟକର ହେଉଥିଲା। ମଝିରେ ମଝିରେ ଆଶିଷ ପାର୍ଟ…
ବାଲି ରସିଦରେ ଲାଞ୍ଚ କାରବାର ଅଭିଯୋଗ, ଅତିରିକ୍ତ ତହସିଲଦାରଙ୍କ ସହ ୩ RI ଉଠାଇ ନେଲା ଭିଜିଲାନ୍ସ
ଭଞ୍ଜନଗର,୧୨।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ତହସିଲ କାର୍ଯ୍ୟାଳୟରେ ଗୁରୁବାର ଦିବା ପ୍ରାୟ ୨ଟା ସମୟରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଜଣେ ବାଲି ବ୍ୟବସାୟଙ୍କ ବାଲି ଗାଡ଼ି ଛାଡ଼ିବା ପାଇଁ ରସିଦ୍ ଠାରୁ ଅଧିକ ଟଙ୍କା ମାଗି ନେଇଥିବା…
ଲୋକଙ୍କ ସୁଖଦୁଃଖ ସମୀକ୍ଷା କଲେ ଛାତ୍ରୀଛାତ୍ର, ଶୀତକାଳୀନ ସ୍ଵତନ୍ତ୍ର ସେବା…
ଭଞ୍ଜନଗର,୧୪/୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ଚାଲିଥିବା ଶୀତକାଳୀନ ସ୍ଵତନ୍ତ୍ର ସେବା ଶିବିର ବୁଧବାର ତୃତୀୟ ଦିବସରେ ପହଞ୍ଚିଛି । ଆଜି ଛାତ୍ରୀଛାତ୍ରମାନେ…
ସୀମା ଟପିଲା ଶିକାରୀଙ୍କ ବର୍ବରତା; ବୋମା ଖାଇ ବାରହା ମୃତ, ୩ ଗିରଫ
ଭଞ୍ଜନଗର,୪/୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ବେଲଗୁଣ୍ଠା ରୋଡ କନ୍ଧସାହି ନିକଟରୁ ପୋଲିସ ରବିବାର ପ୍ରତ୍ୟୁଷରେ ୩ ଜଣ ବାରହା ଶିକାରୀଙ୍କୁ ଗିରଫ କରିଛି । ଏହାପରେ ବନ ବିଭାଗକୁ ହସ୍ତାନ୍ତର କରିଛି ।…
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ତାଲୁକ ଆଇନ୍ ସେବା କମିଟି, ଭଞ୍ଜନଗର…
ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ
ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ ହୋଇଯାଇଛି । ବିଭିନ୍ନ ଦିବସର ୬ଟି ଅଧିବେଶନରେ ପ୍ରାୟ ୫୦ ହଜାରରୁ ଉର୍ଦ୍ଧ କର୍ମକର୍ତ୍ତା…
ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି
ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର କାରଗିଲ ସହିଦ ଭବନରେ ଗ୍ରାହକ ଦିବସ ପାଳନ ହୋଇଯାଇଛି । ଭଞ୍ଜନଗର ଉପଖଣ୍ଡ ଅତିରିକ୍ତ…
Archives


