Tag Archives: bhanjanagar news

ଔଷଧ ଦୋକାନ ମାଲିକଙ୍କ ଫଟୋ ବ୍ୟବହାର କରି ଏସି ଠକେଇ, ୩ ଜଣଙ୍କଠୁ ୪୭ ହଜାର ଲୁଟିନେଲେ

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ): ସରକାର ଯେତିକି ସଚେତନତା କରୁଛନ୍ତି ଦୁର୍ବୃତ୍ତମାନେ ଆଉ ଟିକେ ଆଗକୁ ଯାଇ ଠକେଇ କରୁଛନ୍ତି । ଲୋକେ ମଧ୍ଯ ବିଭିନ୍ନ ପରିସ୍ଥିତି ଏବଂ କାରଣରୁ ଦୃର୍ବୁତ୍ତ ମାନଙ୍କ କଥାକୁ ହଠାତ ବିଶ୍ୱାସକୁ ନେଇ ଅନଲାଇନରେ ଟଙ୍କା ପଠାଇ ଦେଉଛନ୍ତି।…

କ୍ୟାମ୍ପ ନିକଟରୁ IRB ହାବିଲଦାରଙ୍କ ମୃତଦେହ ଉଦ୍ଧାର, ଋଣଭାର-ପାରିବାରିକ ଚିନ୍ତାରେ…

ଭଞ୍ଜନଗର,୧୩ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ଆଇଆରବି ୮ମ ସ୍ଵତନ୍ତ୍ର ବାଟାଲିୟନ ହାବିଲଦାରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ଦେବାଶିଷ ବେହେରା (୩୪) । ବୁଧବାର ରାତିରେ କ୍ୟାମ୍ପ ଠାରୁ ୧ କିମି ଦୂରରେ ଠାବ…

ମିକ୍ସଚର ମେସିନ୍ ଗାଡ଼ି ଓଲଟିବା ଘଟଣା, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗିରେ ମିକ୍ସଚର ଗାଡ଼ି ଓଲଟିବା ଘଟଣାରେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ମଦନ ସିଂ । ତାଙ୍କ ଘର ଝାଡ଼ଖଣ୍ଡ ବୋଲି ଜଣାପଡିଛି । ପୋଲିସ ଶବକୁ…

ଓଲଟିଲା ମିକ୍ସଚର ମେସିନ୍ ଗାଡ଼ି, ମାଟି ତଳେ ଚାପି ହୋଇ ରହିଛନ୍ତି ଡ୍ରାଇଭର

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗି ନିକଟରେ ଦୁର୍ଘଟଣା । ରାସ୍ତା କାମରେ ନିୟୋଜିତ ଏକ ମିକ୍ସଚର ମେସିନ୍ ଗାଡ଼ି ଓଲଟି ପଡିଛି । ଫଳରେ ଗାଡିରେ ଥିବା ମିସ୍ତ୍ରୀ ମାଟି ତଳେ ପୋତି ହୋଇଯାଇଛନ୍ତି।…

୪ ଦିନ ରହିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା; ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ । ମଝିରେ ଆଉ ୪ ଦିନ ରହିଥିବା ବେଳେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ତେବେ ଯାତ୍ରାରେ ଯୋଗଦେବା ପାଇଁ ମୁଖ୍ଯମନ୍ତ୍ରୀ ମୋହନ ଚରଣ…

ଆଇନ ସଚେତନତା ଶିବିର, ନିଜ ଅଧିକାର ନିଜେ ଜାଣିଲେ ସମାଜରେ ଆଗକୁ…

ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ମୁଦୁଲିପଲ୍ଲୀ ଠାରେ ଏକ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଧେଶ୍ୟ ହେଲା ଲୋକକୁ ଆଇନଗତ ଅଧିକାର ଓ ସରକାରଙ୍କ ଯୋଜନା…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ ଡ.ପ୍ରମୋଦ କୁମାର ପୃଷ୍ଟି , ଆରକ୍ଷୀ ଅଧୀକ୍ଷକ ଗଞ୍ଜାମ ଶୁଭେନ୍ଦୁ କୁମାର…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର)ରୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ଜଣେ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଶ୍ରମିକ ସଞ୍ଜୟ ପ୍ରଧାନ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିବା ବେଳେ…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ପୂର୍ବରୁ ସହରର ସୌନ୍ଦର୍ଯ୍ୟକରଣ ସମେତ ଅନ୍ୟାନ୍ୟ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି…

ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ । କାଗଜପତ୍ର ପ୍ରସ୍ତୁତି ସରିବା ପରେ ତାଙ୍କୁ ବ୍ରହ୍ମପୁର ସ୍ଵତନ୍ତ୍ର ଭିଜିଲାନ୍ସ ଅଦାଲତରେ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ହେଲେ କଳାବତୀ ଦିଗାଲ (୫୮) । ପୋଲିସ ଶବକୁ ଜବତ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri