ବିଶ୍ୱ ପରିବେଶ ଦିବସ; ୨୧ ଅନୁଷ୍ଠାନକୁ ପ୍ରକୃତି ମିତ୍ର, ୨୧ ଜଣଙ୍କୁ ମିଳିବ ପ୍ରକୃତି ବନ୍ଧୁ ପୁରସ୍କାର
ଭଞ୍ଜନଗର,୪।୬(ବାବୁଲା ପ୍ରଧାନ): ପ୍ରତିବର୍ଷ ଜୁନ୍ ୫ ତାରିଖକୁ ବିଶ୍ୱ ପରିବେଶ ଦିବସ ଭାବେ ପାଳନ କରାଯାଉଛି । ତେଣୁ ବନ ବିଭାଗ ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଏନେଇ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ହେଉଛି। ଏହିଭଳି ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ…
ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ
ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର ବେହେରା ଏବଂ ବିଡିଓ ଭାରତୀ ଦେବୀ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ…
ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ
ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା ଚାଲାଣ ହେଉଛି । ଅନେକ ସମୟରେ ଭଞ୍ଜନଗର ପୋଲିସ ଏବଂ ଅବକାରୀ ବିଭାଗ…
ଭଞ୍ଜନଗରରେ ଆତଙ୍କ, ଥାନା ପଛପଟେ ପୌରାଧ୍ୟକ୍ଷଙ୍କ ଘର ଉପରକୁ ବୋମା ମାଡ଼
ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ରାଜ୍ୟରେ ଅପରାଧୀମାନେ ଖୋଲା ଖୋଲି ଭାବେ ଗୋଟିଏ ପରେ ଗୋଟିଏ ଅପରାଧ ଭିଆଇ ଚାଲିଛନ୍ତି । ଇତିମଧ୍ୟରେ ଗଞ୍ଜାମ ପୋଲିସ ଅପରାଧକୁ ଦମନ କରିବା ପାଇଁ ଦୁଇଟି ଏନକାଉଣ୍ଟର ମଧ୍ୟ କଲାଣି । ତଥାପି ଅପରାଧିମାନେ ପୋଲିସକୁ ଭୟ…
ଔଷଧ ଦୋକାନ ମାଲିକଙ୍କ ଫଟୋ ବ୍ୟବହାର କରି ଏସି ଠକେଇ, ୩ ଜଣଙ୍କଠୁ ୪୭ ହଜାର ଲୁଟିନେଲେ
ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ): ସରକାର ଯେତିକି ସଚେତନତା କରୁଛନ୍ତି ଦୁର୍ବୃତ୍ତମାନେ ଆଉ ଟିକେ ଆଗକୁ ଯାଇ ଠକେଇ କରୁଛନ୍ତି । ଲୋକେ ମଧ୍ଯ ବିଭିନ୍ନ ପରିସ୍ଥିତି ଏବଂ କାରଣରୁ ଦୃର୍ବୁତ୍ତ ମାନଙ୍କ କଥାକୁ ହଠାତ ବିଶ୍ୱାସକୁ ନେଇ ଅନଲାଇନରେ ଟଙ୍କା ପଠାଇ ଦେଉଛନ୍ତି।…
କ୍ୟାମ୍ପ ନିକଟରୁ IRB ହାବିଲଦାରଙ୍କ ମୃତଦେହ ଉଦ୍ଧାର, ଋଣଭାର-ପାରିବାରିକ ଚିନ୍ତାରେ…
ଭଞ୍ଜନଗର,୧୩ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ଆଇଆରବି ୮ମ ସ୍ଵତନ୍ତ୍ର ବାଟାଲିୟନ ହାବିଲଦାରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ଦେବାଶିଷ ବେହେରା (୩୪) । ବୁଧବାର ରାତିରେ କ୍ୟାମ୍ପ ଠାରୁ ୧ କିମି ଦୂରରେ ଠାବ…
ମିକ୍ସଚର ମେସିନ୍ ଗାଡ଼ି ଓଲଟିବା ଘଟଣା, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ
ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗିରେ ମିକ୍ସଚର ଗାଡ଼ି ଓଲଟିବା ଘଟଣାରେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ମଦନ ସିଂ । ତାଙ୍କ ଘର ଝାଡ଼ଖଣ୍ଡ ବୋଲି ଜଣାପଡିଛି । ପୋଲିସ ଶବକୁ…
ଓଲଟିଲା ମିକ୍ସଚର ମେସିନ୍ ଗାଡ଼ି, ମାଟି ତଳେ ଚାପି ହୋଇ ରହିଛନ୍ତି ଡ୍ରାଇଭର
ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗି ନିକଟରେ ଦୁର୍ଘଟଣା । ରାସ୍ତା କାମରେ ନିୟୋଜିତ ଏକ ମିକ୍ସଚର ମେସିନ୍ ଗାଡ଼ି ଓଲଟି ପଡିଛି । ଫଳରେ ଗାଡିରେ ଥିବା ମିସ୍ତ୍ରୀ ମାଟି ତଳେ ପୋତି ହୋଇଯାଇଛନ୍ତି।…
୪ ଦିନ ରହିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା; ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ । ମଝିରେ ଆଉ ୪ ଦିନ ରହିଥିବା ବେଳେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ତେବେ ଯାତ୍ରାରେ ଯୋଗଦେବା ପାଇଁ ମୁଖ୍ଯମନ୍ତ୍ରୀ ମୋହନ ଚରଣ…
ଆଇନ ସଚେତନତା ଶିବିର, ନିଜ ଅଧିକାର ନିଜେ ଜାଣିଲେ ସମାଜରେ ଆଗକୁ…
ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ମୁଦୁଲିପଲ୍ଲୀ ଠାରେ ଏକ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଧେଶ୍ୟ ହେଲା ଲୋକକୁ ଆଇନଗତ ଅଧିକାର ଓ ସରକାରଙ୍କ ଯୋଜନା…
ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ
ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ ଡ.ପ୍ରମୋଦ କୁମାର ପୃଷ୍ଟି , ଆରକ୍ଷୀ ଅଧୀକ୍ଷକ ଗଞ୍ଜାମ ଶୁଭେନ୍ଦୁ କୁମାର…
ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର)ରୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ଜଣେ…

