ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ
ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଶ୍ରମିକ ସଞ୍ଜୟ ପ୍ରଧାନ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିବା ବେଳେ…
ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ
ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ପୂର୍ବରୁ ସହରର ସୌନ୍ଦର୍ଯ୍ୟକରଣ ସମେତ ଅନ୍ୟାନ୍ୟ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି…
ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ
ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ । କାଗଜପତ୍ର ପ୍ରସ୍ତୁତି ସରିବା ପରେ ତାଙ୍କୁ ବ୍ରହ୍ମପୁର ସ୍ଵତନ୍ତ୍ର ଭିଜିଲାନ୍ସ ଅଦାଲତରେ…
ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…
ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ହେଲେ କଳାବତୀ ଦିଗାଲ (୫୮) । ପୋଲିସ ଶବକୁ ଜବତ କରି…
ସୋମନାଥ ରଥ ଶିକ୍ଷାର ବିକାଶ କରିଥିଲେ, ଜଟିଳ ଶିକ୍ଷା ପ୍ରକ୍ରିୟାରୁ ବାହାରି ଆଗକୁ ବଢ଼ିବାକୁ ପଡିବ
ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧକ୍ଷ ଡ ଦିଲ୍ଲୀପ କୁମାର ଖୁଣ୍ଟିଆ ଅଧ୍ୟକ୍ଷତା କରି ବିଦ୍ୟାଳୟର ସଫଳତା ସମ୍ପର୍କରେ କହିଥିଲେ…
କଳିଙ୍ଗା ଘାଟିରେ କୁଆପଥର ବର୍ଷା, କିଛି ସମୟ ପାଇଁ ଠପ୍ ହେଲା ଯାତାୟତ
ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଅଞ୍ଚଳରେ ରବିବାର ଦିନବେଳା କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ପ୍ରାୟ ୨ ରୁ ୩ ସେମି ବହଳରେ କୁଆ ପଥର ରାସ୍ତା ଉପରେ ବିଛେଇ ହୋଇ…
ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….
ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା କରାଯାଉଛି । ତାପମାତ୍ରା ଯେତେ ଅଧିକ ବଢିବ ସେହି ଅନୁପାତରେ ଜଳକଷ୍ଟ ମଧ୍ୟ…
୩ ଜଣଙ୍କୁ ବଞ୍ଚାଇ ଜୀବନ ଯୁଦ୍ଧରେ ହାରିଗଲେ ଆଶିଷ, ପୁରୀ ସ୍ବର୍ଗଦ୍ୱାରରେ ଦିଆଗଲା ଗାର୍ଡ ଅଫ୍ ଅନର୍
ଭଞ୍ଜନଗର,୧୨ା୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡ଼କୋଦଣ୍ଡାର ଆଶିଷ ସାହୁ ଭୁବନେଶ୍ୱରରେ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଡିଏମ୍ଏଲ୍ଟି ପଢ଼ୁଥିଲେ । ବାପା ତ୍ରିପତି ସାହୁ ଶ୍ରମିକ କାମ କରୁଥିଲେ। ତେଣୁ ପରିବାର ଚଳିବା କଷ୍ଟକର ହେଉଥିଲା। ମଝିରେ ମଝିରେ ଆଶିଷ ପାର୍ଟ…
ବାଲି ରସିଦରେ ଲାଞ୍ଚ କାରବାର ଅଭିଯୋଗ, ଅତିରିକ୍ତ ତହସିଲଦାରଙ୍କ ସହ ୩ RI ଉଠାଇ ନେଲା ଭିଜିଲାନ୍ସ
ଭଞ୍ଜନଗର,୧୨।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ତହସିଲ କାର୍ଯ୍ୟାଳୟରେ ଗୁରୁବାର ଦିବା ପ୍ରାୟ ୨ଟା ସମୟରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଜଣେ ବାଲି ବ୍ୟବସାୟଙ୍କ ବାଲି ଗାଡ଼ି ଛାଡ଼ିବା ପାଇଁ ରସିଦ୍ ଠାରୁ ଅଧିକ ଟଙ୍କା ମାଗି ନେଇଥିବା…
ଲୋକଙ୍କ ସୁଖଦୁଃଖ ସମୀକ୍ଷା କଲେ ଛାତ୍ରୀଛାତ୍ର, ଶୀତକାଳୀନ ସ୍ଵତନ୍ତ୍ର ସେବା…
ଭଞ୍ଜନଗର,୧୪/୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ଚାଲିଥିବା ଶୀତକାଳୀନ ସ୍ଵତନ୍ତ୍ର ସେବା ଶିବିର ବୁଧବାର ତୃତୀୟ ଦିବସରେ ପହଞ୍ଚିଛି । ଆଜି ଛାତ୍ରୀଛାତ୍ରମାନେ…
ସୀମା ଟପିଲା ଶିକାରୀଙ୍କ ବର୍ବରତା; ବୋମା ଖାଇ ବାରହା ମୃତ, ୩ ଗିରଫ
ଭଞ୍ଜନଗର,୪/୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ବେଲଗୁଣ୍ଠା ରୋଡ କନ୍ଧସାହି ନିକଟରୁ ପୋଲିସ ରବିବାର ପ୍ରତ୍ୟୁଷରେ ୩ ଜଣ ବାରହା ଶିକାରୀଙ୍କୁ ଗିରଫ କରିଛି । ଏହାପରେ ବନ ବିଭାଗକୁ ହସ୍ତାନ୍ତର କରିଛି ।…
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ତାଲୁକ ଆଇନ୍ ସେବା କମିଟି, ଭଞ୍ଜନଗର…

