Tag Archives: BhanjanagarNews

ଗଞ୍ଜାମ-କନ୍ଧମାଳ ସୀମାନ୍ତରେ ବନ୍ୟା-ଭୂସ୍ଖଳନ ବିଭୀଷିକା: ୧୫ ନିଖୋଜଙ୍କ ମଧ୍ୟରୁ ଜଣେ ଜୀବିତ ଉଦ୍ଧାର, ଜାରି ରହିଛି…

ଭଞ୍ଜନଗର, ୩୧।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାନ୍ତବର୍ତ୍ତୀ ଡାଙ୍ଗେଶୀ ଏବଂ ଗିଡ଼ିପାବାଲି ଅଞ୍ଚଳରେ ଗୁରୁବାର ରାତିରେ ଘଟିଥିବା ଭୟାବହ ବନ୍ୟା ଓ ଭୂସ୍ଖଳନ ଯୋଗୁ ୧୫ରୁ ଊର୍ଦ୍ଧ୍ୱ ଲୋକ ନିଖୋଜ ହୋଇଥିଲେ। ଏହି ହୃଦୟବିଦାରକ ଘଟଣାରେ ଶୁକ୍ରବାର କନ୍ଧମାଳ…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ ତଳିଆ ଅଞ୍ଚଳ, ନଦୀନାଳ କୂଳିଆ ବାସିନ୍ଦା ଏବଂ କଚ୍ଚା ଘରେ ରହୁଥିବା ଲୋକଙ୍କ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ ସମ୍ପୂର୍ଣ୍ଣ ନିଆରା ଓ ସାରସ୍ୱତ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। ଏହି ଜନ୍ମଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?