ଛତ୍ରପୁରରେ ବନ୍ଦର ପ୍ରଭାବ: ଜାତୀୟ ରାଜପଥ ଅବରୋଧ, ପୂର୍ବତନ ବିଧାୟକ ଗିରଫ ଛତ୍ରପୁର,୧୨।୨(ଦିଲ୍ଲୀପ ସାମଲ) : ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି । ଫଳରେ ଶ୍ରମ କୋଡ଼ ପ୍ରତ୍ୟାହାର ଦାବିରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ମିଳିତ…