Tag Archives: Bharat Bandh

ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍‌, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…

ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍‌ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍‌କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀଙ୍କ ବିକ୍ଷୋଭ ଜାରି ରହିଛି। କେନ୍ଦ୍ର ସରକାରଙ୍କ ଶ୍ରମିକ ସ୍ବାର୍ଥ…

ବନ୍ଦକୁ ନେଇ ମନ୍ତ୍ରୀଙ୍କୁ କଡ଼ା କାଉଣ୍ଟର କଲେ ବିଧାୟକ ଅରୁଣ ସାହୁ, କହିଲେ ଶାସକ ଦଳକୁ ସବୁ…

ଭୁବନେଶ୍ୱର,୧୨ା୨: ବନ୍ଦ ନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ବୟାନକୁ ନେଇ କଡ଼ା କାଉଣ୍ଟର କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ସେ କହିଛନ୍ତି, ବିଜୁ ଶ୍ରମିକ ସାମ୍ମୁଖ୍ୟ ସମର୍ଥନ ଜଣାଇଛି, ଦେଶରେ ଶ୍ରମିକଙ୍କ ସଂଖ୍ୟା ଅଧିକ। ଶାସକ ଦଳରେ ରହିଲେ,…

ଭଞ୍ଜନଗର ବନ୍ଦ ପ୍ରଭାବ: ଯାତାୟାତ ଠପ୍‌

ଭଞ୍ଜନଗର,୧୨।୨(ବାବୁଲା ପ୍ରଧାନ): ବିଭିନ୍ନ ସଂଗଠନ ପକ୍ଷରୁ ଗୁରୁବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଭଞ୍ଜନଗରରେ ମଧ୍ୟ ପଡ଼ିଛି। ବାମପନ୍ଥୀ ସଂଗଠନ ଗୁଡ଼ିକ ଆଜି ସକାଳୁ ସକାଳୁ ସହରର ବିଭିନ୍ନ ଛକରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସହର ଦେଇ ବସ,…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ କୋଡ଼ ପ୍ରତ୍ୟାହାର ଦାବିରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ମିଳିତ ଆହ୍ବାନ କ୍ରମେ…

ବର ଗାଡ଼ିକୁ ଅଟକାଇଲେ ବିକ୍ଷୋଭକାରୀ: ପ୍ରବଳ ଉତ୍ତେଜନା

ଭୁବନେଶ୍ୱର,୧୨।୨: ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ କୋଡ୍‌ ବାତିଲ ଦାବିରେ ୧୦ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ତେବେ ଏହି…

ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ

ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀଙ୍କ ବିକ୍ଷୋଭ ଜାରି ରହିଛି l କେନ୍ଦ୍ର ସରକାରଙ୍କ ଶ୍ରମିକ ସ୍ବାର୍ଥ…

ଆଜି ଭାରତ ବନ୍ଦ: ଜାଣନ୍ତୁ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୧୨।୨(ସୁନିତ୍‌ ମିଶ୍ର):ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ଗୁରୁବାର ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ କୋଡ୍‌ ବାତିଲ ଦାବିରେ ୧୦ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦେବା…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ ସଂଗଠନ। ଦେଶର ୧୦ ଟ୍ରେନ ୟୁନିଅନ ସଂସ୍ଥା ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି।…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ ଆସିଛି । ଭାରତ ବନ୍ଦକୁ ନେଇ ଏବେ ଦେଶରେ ଜୋର ଧରିଛି ଚର୍ଚ୍ଚା…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ ବ୍ୟାପକ ବାଧା ଉପୁଜିବାର ସମ୍ଭାବନା ରହିଛି। ଏହି ଧର୍ମଘଟ ବିଭିନ୍ନ ରାଜ୍ୟରେ ଦୈନନ୍ଦିନ…

ଜୋରଦାର ହେଲା ଭାରତ ବନ୍ଦ: ଜାଣନ୍ତୁ ଭୁବନେଶ୍ୱରରେ କେଉଁ ସେବା ବନ୍ଦ, କେଉଁଟା ଖୋଲା?

ଭୁବନେଶ୍ୱର, ୯।୭: କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଓ କୃଷକ ସଂଗଠନମାନଙ୍କ ଦ୍ୱାରା ଡକାଯାଇଥିବା ଭାରତ ବନ୍ଦ ଯୋଗୁଁ ଆଜି ଓ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ସେବା ପ୍ରଭାବିତ ହୋଇଛି। ଏହି ବନ୍ଦ କେନ୍ଦ୍ର ସରକାରଙ୍କ ଶ୍ରମିକ ବିରୋଧୀ, କୃଷକ ବିରୋଧୀ ଓ…

ଆଖି ଦେଖାଇଲେ ଡ୍ରାଇଭର୍‌: ଆମ ବସ୍‌ ସେବା ବି ବନ୍ଦ!

ଭୁବନେଶ୍ୱର, ୯ ।୭: କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଓ ଅନୁବନ୍ଧିତ ସଂଗଠନମାନଙ୍କ ଦ୍ୱାରା ଡକାଯାଇଥିବା ଦେଶବ୍ୟାପୀ ବନ୍ଦ ପାଇଁ ଆଜି ଭୁବନେଶ୍ୱରରେ ବସ ସେବା ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛି। ଏହି ବନ୍ଦ କେନ୍ଦ୍ର ସରକାରଙ୍କ ଶ୍ରମିକ ବିରୋଧୀ, କୃଷକ ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?