ସେନା ଅଧିକାରୀ-ବାନ୍ଧବୀଙ୍କୁ ଅସଦାଚରଣ ମାମଲା: ଓଡ଼ିଶା ସରକାରଙ୍କୁ ତଦନ୍ତ ରିପୋର୍ଟ ଦେଲ ନ୍ୟାୟିକ କମିଶନ ଭୁବନେଶ୍ୱର,୧୦।୩: ସେନା ଅଧିକାରୀ ଏବଂ ତାଙ୍କ ବାନ୍ଧବୀଙ୍କ ଉପରେ ପୋଲିସର ଅତ୍ୟାଚାରର ତଦନ୍ତ ପାଇଁ ଗଠିତ ନ୍ୟାୟମୂର୍ତ୍ତି ଚିତ୍ତ ରଞ୍ଜନ ଦାସ କମିଶନ ସୋମବାର ଗୃହ ବିଭାଗ ସଚିବଙ୍କୁ ୨୮୨ ପୃଷ୍ଠାର ରିପୋର୍ଟ ପ୍ରଦାନ କରିଛନ୍ତି। ଗତବର୍ଷ ଅକ୍ଟୋବର ୧...