ପ୍ରକାଶ ପାଇଲା ଜେଇଇ ମେନ୍ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧ (ବିଇ/ବିଟେକ) ପରୀକ୍ଷାରେ ୧୨ଜଣ ଛାତ୍ରୀଛାତ୍ର ଶତ ପ୍ରତିଶତ ମାର୍କ ରଖିଛନ୍ତି। ଏମାନଙ୍କ ମଧ୍ୟରେ…