ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ପ୍ରଶାସନ ତତ୍ପର, କାଲି ସ୍ବାସ୍ଥ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ
ଭବାନୀପାଟଣା,୨୬।୧୦(ଉତ୍ତମ କୁମାର ଦାଶ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ର ମୁକାବିଲା ତଥା ପୂର୍ବ ପ୍ରସ୍ତୁତି ନେଇ କଳାହାଣ୍ଡି ଜିଲା ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି । ଏହି ପରିପ୍ରେକ୍ଷୀରେ ସୋମବାର ଅପରାହ୍ନରେ ଭବାନୀପାଟଣା ସ୍ଥିତ ଜିଲାପାଳଙ୍କ ଓସୱାନ ହଲ୍ ଠାରେ…
କଳାହାଣ୍ଡିରେ ଚାଞ୍ଚଲ୍ୟ! ୫ ଦିନ ଧରି ନିଖୋଜ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର, ବନ୍ଧା ହୋଇଛି….
ଭବାନୀପାଟଣା,୨୨।୧୦(ଉତ୍ତମ କୁମାର ଦାଶ): ପାଞ୍ଚ ଦିନ ଧରି ନିଖୋଜ ଥିଲେ ପ୍ରେମୀ ଯୁଗଳ । ଆଜି ଜଙ୍ଗଲରୁ ମିଳିଲା ଉଭୟଙ୍କ ଝୁଲନ୍ତା ମୃତଦେହ। ତେବେ ମୃତକଙ୍କ ଦୁଇହାତ ବନ୍ଧା ହୋଇଥିବା ବେଳେ ଶରୀରରେ ରକ୍ତଛିଟା ଦେଖିବାକୁ ମିଳିଛି । ତେବେ ଏହା…
ଆରମ୍ଭ ହେଲା ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା, ଜେନା ଖାଳରୁ ମନ୍ଦିର ଅଭିମୁଖେ ମା’
ଭବାନୀପାଟଣା,୧୯।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ମାଣିକେଶ୍ୱରୀଙ୍କ ଛତର ଯାତ୍ରା ମହାସମାରୋହରେ ଆରମ୍ଭ ହୋଇଛି । ଜେନାଖାଳରେ ଗୁପ୍ତ ପୂଜା ପରେ ଭୋର ୫ଟାରେ ମା’ଙ୍କ ଛତର ମନ୍ଦିର ଅଭିମୁଖେ ବାହାରିଛି । ଛତର ଯାତ୍ରା ଉପଲକ୍ଷେ ଭବାନୀପାଟଣା ସହରରେ…
ଜାତୀୟ ସ୍ତରରେ କମାଲ କଲେ କଳାହାଣ୍ଡିର ଝିଅ, ମିସେସ୍ ଇଣ୍ଡିଆରେ ଚତୁର୍ଥ ସ୍ଥାନ
ଭବାନୀପାଟଣା,୧୪।୧୦(ଉତ୍ତମ କୁମାର ଦାଶ): ଜାତୀୟ ମଞ୍ଚରେ ଚମକିଲେ କଳାହାଣ୍ଡିର ଝିଅ ମମତା ପଣ୍ଡା । ମିସେସ୍ ଇଣ୍ଡିଆ ପ୍ରତିଯୋଗିତାରେ ନିଜ ପ୍ରତିଭା ଓ ପାରଦର୍ଶିତାର ପରିଚୟ ଦେଇ ସର୍ବଭାରତୀୟ ସ୍ତରରେ ଚତୁର୍ଥ ସ୍ଥାନ ହାସଲ କରି ସେ ଜିଲା ପାଇଁ ଗୌରବ…
ରଣଜୀ ଟିମ୍ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ
ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭ ଜଣିଆ ଚୁଡ଼ାନ୍ତ ଖେଳାଳି ତାଲିକା ଘୋଷଣା ହୋଇଛି । ଏଥିରେ କଳାହାଣ୍ଡିର ଯୁବ…
ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ
ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ ଟାଉନ୍ ଥାନା ପୋଲିସ ପକ୍ଷରୁ ଏକ ବିଶେଷ ଚେକିଂ ଅଭିଯାନ କରାଯାଇଛି ।…
କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ
ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ ଏଠାରେ ପ୍ରତିପଦାଠାରୁ ଆରମ୍ଭକରି ଦଶହରା ଦଶମୀ ପର୍ଯ୍ୟନ୍ତ ଚାଲିଥାଏ । ରାତି ପାହିଲେ…
ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…
ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ ଅନୁଯାୟୀ ମଙ୍ଗଳ ସକାଳ ୯ଟା ୪୯ ମିନିଟରେ ନବାନ୍ନ (ନୂଆ) ଲାଗିଛି। ଏହା…
ଆଞ୍ଚଳିକ ତାଏକୋଣ୍ଡୋ ପ୍ରତିଯୋଗିତା; କଳାହାଣ୍ଡି ପ୍ରତିଯୋଗୀଙ୍କ ସଫଳତା, ଛୁଟୁଛି ଶୁଭେଚ୍ଛା
ଭବାନୀପାଟଣା, ୨।୯ (ଉତ୍ତମ କୁମାର ଦାଶ ): ଆନ୍ଧ୍ରପ୍ରଦେଶ କାକିନାଡାର ଦ୍ରୋଣଇନ୍ଡୋର ଷ୍ଟାଡିୟମରେ ୩ଦିନ ଧରି ୨୧ତମ ଦକ୍ଷିଣ-ପଶ୍ଚିମ ଭାରତୀୟ ଆଞ୍ଚଳିକ ତାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ଓଡ଼ିଶାରୁ ସର୍ବମୋଟ ୨୧ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ସେଥିମଧ୍ୟରୁ…
ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…
ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ ଜଣେ ମହିଳା ଫରେଷ୍ଟରଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ଫରେଷ୍ଟରଙ୍କ ନାମ ଝୁନୁବାଳା…
ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର
ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ ଭବାନୀପାଟଣାରେ ଅନୁଷ୍ଠିତ ହେବାକୁ ଥିବା ସ୍ଵଚ୍ଛ ଭାରତ ଅଭିଯାନ, ବୃକ୍ଷ ରୋପଣ କାର୍ଯ୍ୟକ୍ରମ…
କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ
ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି କରି ଆତଙ୍କ ସୃଷ୍ଟି କରୁଥିବା ଏକ ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ କରିଛି। ଏହି…

