Tag Archives: bhawanipatna news

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡ଼ିକାଲରେ ପରଲୋକ ହୋଇଯାଇଛି। ଦୀର୍ଘ ଦିନ…

ରାଷ୍ଟ୍ରୀୟ ଗୌରବ ସମ୍ମାନ ପାଇଲେ ଗୁରୁ ଧ୍ୟାନାନନ୍ଦ ପଣ୍ଡା, ଅଞ୍ଚଳରେ ଖୁସିର ଲହରୀ

ଭବାନୀପାଟଣା,୨୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମହାବୀର ପଡା ସ୍ଥିତ ଗୁରୁ ଧ୍ୟାନାନନ୍ଦ ପଣ୍ଡା ରାଷ୍ଟ୍ରୀୟ ଗୌରବ ସମ୍ମାନରେ ସମ୍ମାନିତ ହୋଇଛନ୍ତି । ଦିଲ୍ଲୀର କନଷ୍ଟିଚ୍ୟୁସନ୍ କ୍ଲବ୍ ଅଫ୍ ଇଣ୍ଡିଆ ଠାରେ ଶୁକ୍ରବାର ଆମ୍ବେଦକର ଗ୍ଲୋବାଲ ଫାଉଣ୍ଡେସନ ଓ ଭାରତୀୟ…

ଓଡ଼ିଶା ପୋଲିସରେ ବଡ଼ ହଲଚଲ! କଳାହାଣ୍ଡି ଭାର ସମ୍ଭାଳିବେ ଏଡିଜିପି ଯତୀନ୍ଦ୍ର କୋଏଲ

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଚରମ ସୀମାରେ ପହଞ୍ଚିବା ଏବଂ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଚାରିଆଡ଼ୁ ସମାଲୋଚନା ହେବା ପରେ ଶେଷରେ ରାଜ୍ୟ ପୋଲିସ ମୁଖ୍ୟାଳୟର ଚେତା ପଶିଛି । ବିଗତ କିଛି ମାସ ଧରି ରାଜ୍ୟରେ ବଢୁଥିବା…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ ଜଙ୍ଗଲରେ ଦୁଇଦିନ ହେବ ଦନ୍ତାହାତୀର ମୃତଦେହ ପଡିରହିଛି । ତେବେ ଖବର ଲେଖାଯିବା…

ପ୍ରଗତି ହାୟର ସେକେଣ୍ଡାରୀ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା, ୫୮୮ ନମ୍ବର ରଖି ଦୀପିକା ନାୟକ ସ୍କୁଲ ଟପ୍ପର

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ ହୋଇଯାଇଛି । ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ପ୍ରଗତି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅପୂର୍ବ ସଫଳତା ହାସଲ…

ଯୁକ୍ତ ୨ ପରୀକ୍ଷାରେ ଚମକିଲେ ବିକାଶ ଛାତ୍ରୀଛାତ୍ର, ବିଜ୍ଞାନରେ ଅଭିଜିତ୍ ସରାଫ କଳାହାଣ୍ଡି ଟପ୍ପର

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି ।ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ର ପୁଣି ଚମକିଛନ୍ତି…

ଭିଜିଲାନ୍ସ ଜାଲରେ ଆଟିଗାଁ ପଞ୍ଚାୟତ ଏଡିଇଓ, ପ୍ରଧାନମନ୍ତ୍ରୀ ଆବାସ ପାଇଁ ୬ ହଜାର ଲାଞ୍ଚ ନେବା ବେଳେ…

ଭବାନୀପାଟଣା,୫।୫(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଆଟିଗାଁ ପଞ୍ଚାୟତ ଏଡିଇଓ ଦେବେନ୍ଦ୍ର ସାହୁ । ପ୍ରଧାନମନ୍ତ୍ରୀ ଆବାସ ଘର ଯୋଗାଇ ଦେବା ପାଇଁ ଆଟିଗାଁର ଶ୍ରୀବତ୍ସ ଭୋଇଙ୍କ ଠାରୁ ୬୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ…

ବାଇକକୁ ଧକ୍କା ଦେଲା ପିକଅପ, ଦୁର୍ଘଟଣାରେ ଚାଲିଗଲା ମାମୁ-ଭଣଜାଙ୍କ ଜୀବନ

ଭବାନୀପାଟଣା/ଜୁନାଗଡ଼,୨୭।୪(ଉତ୍ତମ କୁମାର ଦାଶ/ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବୁଡିପଦର ଛକରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଅଜଣା ପିକଅପ ଧକ୍କାରେ ମାମୁ, ଭଣଜାଙ୍କ ମୃତ୍ୟୁ ହୋଇଛି। ମୃତକ ମାନେ ହେଲେ ଜୁନାଗଡ଼ ବ୍ଲକ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ କାମ କରି ଫେରୁଥିବା ସମୟରେ ହଠାତ୍ ବଜ୍ରପାତ ହେବାରୁ ଜଣେ ମହିଳାଙ୍କ ମୃତ୍ୟୁ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ ଚାଳିତ ଚାଟବଟ୍ “ଆମର ସହାୟକ” ର ଆନୁଷ୍ଠାନିକ ଭାବେ ଲୋକାର୍ପିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?