ଭବାନୀପାଟଣାରୁ ବିଶାଖାପାଟଣାକୁ ଗଡ଼ିଲା ଜଗନ୍ନାଥ ଏକ୍ସପ୍ରେସ୍ ଭବାନୀପାଟଣା,୬ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ବିଶାଖାପାଟଣା ମଧ୍ୟରେ ଅତ୍ୟାଧୁନିକ ଜଗନ୍ନାଥ ଏକ୍ସପ୍ରେସ୍ ଭଲ୍ବୋ ବସ୍ ସେବାର ଶୁଭାରମ୍ଭ ହୋଇଛି। ବୁଧବାର ଅପରାହ୍ନରେ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି କଳାହାଣ୍ଡି ଜିଲାପାଳ ସଚିନ ପାଓ୍ବାର ପ୍ରକାଶ। ଏହି...