ରାମଲୀଳା ମହୋତ୍ସବ ଚାଲିଥିବାବେଳେ ତୁମୁଳକାଣ୍ଡ: ପୋଲିସ-ଦର୍ଶକଙ୍କ ମଧ୍ୟରେ ଧସ୍ତାଧସ୍ତି ବେଳେ ୬ଦର୍ଶକ… ଭେଡେନ,୧୯।୧(ହୃଷିକେଶ ଖମାରୀ)- ବରଗଡ ଜିଲା ଭେଡେନରେ ରବିବାର ରାମଲୀଳା ମହୋତ୍ସବ ଚାଲିଥିବାବେଳେ ବିଳମ୍ବିତ ରାତିରେ ତୁମୁଳକାଣ୍ଡ ଘଟିଛିv। ଜଣେ ଗାୟକ ଗୀତ ପରିବେଷଣ କରୁଥିବା ସମୟରେ ମହୋତ୍ସବରେ ଜନ ସମୁଦ୍ର ହୋଇଥିଲା। ଏହି ସମୟରେ କୌଣସି କାରଣରୁ ବିଶୃଙ୍ଖଳା ସୃଷ୍ଟି...