ଭୀଷ୍ମଗିରି ଗାଁ ପୋଖରୀରେ ଭାସୁଛି ନବଜାତ ଶିଶୁକନ୍ୟାଙ୍କ ମୃତଦେହ, ବିଳମ୍ବିତ ରାତିରେ… ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ପୋଖରୀରେ ଭାସୁଛି ନବଜାତ କନ୍ୟାର ମୃତଦେହ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ବଡ଼ବନ୍ଧ ପୋଖରୀରେ ମଙ୍ଗଳବାର ସକାଳ ପ୍ରାୟ ୬ ଟାରେ ଏକ ନବଜାତ ଶିଶୁକନ୍ୟାଙ୍କ ମୃତଦେହ ଭାସୁଥିବା ଗ୍ରାମର କିଛି ମହିଳା ଦେଖିଥିଲେ।…