ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ… ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସୃଜନଶୀଳ ଓଡ଼ିଶା ଏକ ସ୍ବତନ୍ତ୍ର…