Tag Archives: bhitarakanika

ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା

ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ ଦାୟିତ୍ୱ ନେବେ। ଦୀର୍ଘଦିନ ଧରି ଦାସ ଜାତୀୟ ଉଦ୍ୟାନ ଦାୟିତ୍ୱରେ ରହି ଜୀବଜନ୍ତୁଙ୍କ…

କୁମ୍ଭୀର ଗଣନା ପାଇଁ ୩ ଦିନ ଭିତରକନିକା ବନ୍ଦ

କେନ୍ଦ୍ରାପଡା,୭।୧: ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ପାଇଁ ଭିତରକନିକା ବନ୍ଦ ନିଷ୍ପତ୍ତି ନିଆଯାଇଛି। କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ ଭିତରକନିକା ସଂଲଗ୍ନ ନଦୀ ନାଳରେ ଗଣନା…

ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା

ରାଜନଗର,୩୧ା୭(ଭାସ୍କର ରାଉତରାୟ): ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଗତ ମେ’ ୧ରୁ ଦୀର୍ଘ ୩ ମାସ ଧରି ଆଜି ପର୍ଯ୍ୟନ୍ତ ଏହି ଜାତୀୟ ଉଦ୍ୟାନ ବନ୍ଦ ରହିଛି । ବିରଳ ବଉଳା କୁମ୍ଭୀରଙ୍କ ପ୍ରଜନନ…

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ ସମ୍ପର୍କରେ ସମୀକ୍ଷା ନାହିଁ

କେନ୍ଦ୍ରାପଡ଼ା,୨୧ା୯ (ଜଗନ୍ନାଥ ଧଳ): ପ୍ରକୃତିର ବିସ୍ମୟ ଭିତରକନିକା। ଏହାର ଜୈବ ବିବିଧତା, ସାମୁଦ୍ରିକ ଓ ବନ୍ୟ ସମ୍ପଦ, ଦେଶୀ ବିଦେଶୀ ପକ୍ଷୀ ସମ୍ପର୍କରେ ଦେଶ ବିଦେଶରେ ଅବଗତ। ଏହାକୁ ଜାତୀୟ ଉଦ୍ୟାନ ଓ ରାମସାର ସାଇଟ୍‌ ପରି ଅନ୍ତର୍ଜାତୀୟ ମାନ୍ୟତା ମିଳିଛି।…

ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନ ପାଇବା ପାଇଁ ପ୍ରସ୍ତୁତିରେ ଭିତରକନିକା…

କେନ୍ଦ୍ରାପଡ଼ା ଜିଲାରେ ଥିବା ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ପ୍ରକୃତିପ୍ରେମୀଙ୍କୁ ସର୍ବଦା ଆକୃଷ୍ଟ କରିଆସୁଛି। ଏହି ଆର୍ଦ୍ରଭୂମିରେ ୭୨ ପ୍ରକାର ହେନ୍ତାଳ ଜାତୀୟ ବିରଳ ବୃକ୍ଷ, ୬୪ ପ୍ରକାର ଔଷଧୀୟ ବୃକ୍ଷ ଅଛି। ଲୁଣା କୁମ୍ଭୀର ଗୋରୀ, ଶ୍ୱେତା, ମଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?