ମାଟ୍ରିକ୍ ପରୀକ୍ଷାରେ କପି ଯୋଗାଉଥିଲେ ଖେଳ ଶିକ୍ଷକ: ପହଞ୍ଚିଗଲେ ବିଇଓ, ପରେ… ଭୋଗରାଇ,୨୬।୬(ପ୍ରଦୀପ ଦାସ): ଚଳିତ ମାଟ୍ରିକ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କୁ କପି ଯୋଗାଇବା ଓ ଅସାଧୁ ଉପାୟ ଅବଲମ୍ବନ କରିଥିବା ଯୋଗୁ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ହରିଦାସପୁର ନରେନ୍ଦ୍ର ନାଥ ସରକାରୀ ଉଚ୍ଚ...