ଭୋଗରାଇ,୨୬।୬(ପ୍ରଦୀପ ଦାସ): ଚଳିତ ମାଟ୍ରିକ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କୁ କପି ଯୋଗାଇବା ଓ ଅସାଧୁ ଉପାୟ ଅବଲମ୍ବନ କରିଥିବା ଯୋଗୁ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ଏଭଳି ଘଟଣା ଘଟିଛି…