ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ
ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ ଭାବେ ଅବତରଣ କରାଯାଇଛି। ବିମାନରେ ଥିବା ସମସ୍ତ ଯାତ୍ରୀ ଏବଂ କ୍ରୁ ସଦସ୍ୟ…

