ଗ୍ରାମାଞ୍ଚଳ ଜମି ପାଇଁ ଭୂ-ଆଧାର ବ୍ୟବସ୍ଥା କରିବେ କେନ୍ଦ୍ର ସରକାର ନୂଆଦିଲ୍ଲୀ, ୨୪।୦୭: କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ୍ ମଙ୍ଗଳବାର ସଂସଦରେ କେନ୍ଦ୍ରୀୟ ବଜେଟ ୨୦୨୪-୨୫ ଉପସ୍ଥାପନ କରି କହିଛନ୍ତି ଯେ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ଭୂମି ସମ୍ପର୍କିତ ସଂସ୍କାର ଏବଂ ଅନ୍ୟାନ୍ୟ କାର୍ଯ୍ୟକୁ ଆଗାମୀ ୩ ବର୍ଷ...