ଭୁବନ,୧୧ା୯ (ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍ଏସି ଅଧ୍ୟକ୍ଷ ଶୁଭେନ୍ଦୁ କୁମାର ସାହୁ ପଦ ମର୍ଯ୍ୟାଦାର ଅପବ୍ୟବହାର କରିବା ଅଭିଯୋଗରେ ବୁଧବାର ବହିଷ୍କୃତ ହୋଇଛନ୍ତି।…