ମାଷ୍ଟରକ୍ୟାଣ୍ଟିନରେ ଖଣ୍ଡଯୁଦ୍ଧ: ପୋଲିସକୁ ଢେଲା ପଥର ମାଡ଼, ଭାଙ୍ଗିଲେ ଆମ ବସ୍ ଭୁବନେଶ୍ୱର,୧୯।୮: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକ । ପୋଲିସ ପକ୍ଷରୁ ଲାଠି ଚାର୍ଜ । ପୋଲିସ ଉପରକୁ ମଧ୍ୟ ଢେଲା ପଥର ମାଡ । OLA, Uber, Rapido ଅନଲାଇନ ଚାଳକ ଆନ୍ଦୋଳନ ୩ୟ ଦିନରେ ପହଞ୍ଚିଥିବା ବେଳେ…