ମାଡ଼ ପରେ ମୁହଁ ଖୋଲିଲେ ଅଫିସର, କହିଦେଲେ ସାଂଘାତିକ କଥା ଭୁବନେଶ୍ୱର, ୧।୭: ଭୁବନେଶ୍ୱର ମହାନଗର ନିଗମ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ସୋମବାର ବିଏମସି କାର୍ଯ୍ୟାଳୟରେ ହିଁ ମରାଣାତ୍ମକ ଆକ୍ରମଣ ହୋଇଛି। ସାପ୍ତାହିକ ଜନଶୁଣାଣି ସମୟରେ କିଛି ବ୍ୟକ୍ତି ତାଙ୍କ କାର୍ଯ୍ୟାଳୟକୁ ପଶି ତାଙ୍କୁ ଗାଳିଗଳଜ କରିବା...