ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ… ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡେପୁଟି କମିଶନର ଅଫ୍ ପୋଲିସ(ଡିସିପି) ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ଯାହାକି ରାଜଧାନୀ ପୋଲିସକୁ ଆଶ୍ଚର୍ଯ୍ୟ କରିଦେଇଛି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍ର ଆଇପିଏସ୍ ଅଫିସର ଅଟନ୍ତି। ପୂର୍ବରୁ…