ଏଲିଭେଟେଡ୍ କରିଡର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୯୫୨ କୋଟି ଟଙ୍କା ଭୁବନେଶ୍ୱର,୧୨।୧: ରାଜଧାନୀର ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଓଡିଶା ସରକାର ବଡ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଏକ ଏଲିଭେଟେଡ୍ କରିଡର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ପ୍ରାୟ ୯୫୨ କୋଟି...