ଭୁବନେଶ୍ୱର,୧୨।୧: ରାଜଧାନୀର ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଓଡିଶା ସରକାର ବଡ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ…