Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍ ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ ୪,୪୦୦ ଅତିକ୍ରମ କରି ଏକ ନୂତନ ରେକର୍ଡ ସ୍ଥାପନ କରିଥିଲା। ଭାରତରେ ୨୪...