ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂଜାରି, ୨୪ ଘଣ୍ଟା ମଧ୍ୟରେ ଏହି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଭୁବନେଶ୍ବର,୨୫।୨: ୨୩ ଜିଲାରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସୂଚନା ଦେଲେ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି । ଆଗାମୀ ଚବିଶ ଘଣ୍ଟା ମଧ୍ୟରେ…