ଭୁବନେଶ୍ବରରୁ ଛାତ୍ରୀ ନିଖୋଜ ଘଟଣା, ୫ ଘଣ୍ଟା ପରେ….
ଭୁବନେଶ୍ବର, ୧୦।୨: ଭୁବନେଶ୍ୱରରୁ ଛାତ୍ରୀ ନିଖୋଜ ଘଟଣାରେ ପୋଲିସକୁ ସଫଳତା । ୫ ଘଣ୍ଟା ପରେ କ୍ୟାପିଟାଲ ହସ୍ପିଟାଲରୁ ଉଦ୍ଧାର ହେଲେ ଛାତ୍ରୀ । ସୂଚନା ଅନୁସାରେ, ସୋମବାର ଦିନ ୧ଟା୩୦ ସମୟରେ ସ୍କୁଲ ଛୁଟି ପରେ ଘରକୁ ଫେରିନଥିଲେ ।…
ସାବଧାନ! ଆମିଷ ଦୋକାନୀଙ୍କ ପାଇଁ ଆସିଲା ଗାଇଡ୍ଲାଇନ୍, ଆମିଷ ବର୍ଜ୍ୟ ଏଣେତେଣେ ପକାଇଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୬।୧ବନ୍ଦନା ସେଠୀ): ଜନସ୍ବାସ୍ଥ୍ୟ, ପରିବେଶ ପରିମଳ ଏବଂ ବିମାନ ଚଳାଚଳ ଆଦିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଆମିଷ ବର୍ଜ୍ୟ ପରିଚାଳନାକୁ କଡ଼ାକଡ଼ି କରାଯାଇଛି । ମାଛ, ମାଂସ, କୁକୁଡ଼ା ଦୋକାନ, କଂସେଇଖାନା ଆଦିରୁ ବାହାରୁଥିବା ବର୍ଜ୍ୟ ଏଣେତେଣେ…
ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…
ଭୁବନେଶ୍ବର, ୨/୧: ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ । ମୋଟ ସାତୋଟି ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ…
ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…
ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି ପର୍ଯ୍ୟାୟରେ ୨ ଶହ କୋଟି ଲେଖାଏଁ ମୋଟ ୬ ଶହ କୋଟି ଟଙ୍କା ଖର୍ଚ୍ଚ…
ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ
ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି ନିଷ୍ପତ୍ତି ନେଇଥିବା ନେଇ କୁହାଯାଇଛି । ହାତୀ ନଯିବା ପର୍ଯ୍ୟନ୍ତ ଶିଖରଚଣୀ ପୀଠକୁ ବନ୍ଦ…
ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ
ଭୁବନେଶ୍ବର,୨୧।୧୨: ଭୁବନେଶ୍ୱର ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ତେବେ ମୃତଦେହ ଦେଖିବା ପରେ ସସପେନ୍ସ ବୃଦ୍ଧି ପାଇଛି । ଏହା…
Archives


