ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍ ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି ଶ୍ରୀକ୍ଷେତ୍ରକୁ। ଏନେଇ ରାସ୍ତାରେ ଅସମ୍ଭାଳ…