Tag Archives: bhubaneswar

ଯୁବତୀଙ୍କୁ ଧୋକା ଦେଲେ ପ୍ରେମିକ: ଅନ୍ତରଙ୍ଗ ମୁହୁର୍ତ୍ତର ଫଟୋ,ଭିଡିଓ ଭାଇରାଲ୍‌

ଭୁବନେଶ୍ୱର,୨୯ା୮(ସତ୍ୟଜିତ୍‌ ରାଉତ): ଫେସବୁକ୍‌ରେରେ ଚିହ୍ନାଜଣା। ପରେ ପ୍ରେମ ସମ୍ପର୍କ। ଏହାପରେ ବଳପୂର୍ବକ ଶାରିରୀକ ସମ୍ପର୍କ ରଖିବା ବେଳେ ଏହାର ଭିଡିଓ ଓ ଫଟୋ ଶୁଟ୍‌ କରି ବ୍ଲାକମେଲ୍‌ କରିଥିଲେ। ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫଶାଇ ଧୋକାବାଜ ପ୍ରେମିକ ଏଭଳି ପ୍ରତାରଣା…

ଭୁବନେଶ୍ୱରରେ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର; ପଡୋଶୀ ଯୁବକ ଅଟକ

ଭୁବନେଶ୍ୱର,୨୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ୪ ବର୍ଷର ନାବାଳିକାକୁ ବଳାତ୍କାର ଅଭିଯୋଗ ହୋଇଛି। ପଡୋଶୀ ଘରର ୩୦ ବର୍ଷର ଯୁବକ ଏଭଳି ନିନ୍ଦନୀୟ ଘଟଣା ଘଟାଇଥିବା କୁହାଯାଉଛି। ଏୟାରପୋର୍ଟ ଥାନା ଅଞ୍ଚଳର ଏକ ବସ୍ତିରେ ଏହି ଘଟଣା ଘଟିଛି। ଖବର ପାଇବା…

ଶସ୍ତା ହେଲା ଆଳୁ; ୧୦୦ ଟଙ୍କାରେ ମିଳୁଛି ତିନି କେଜି

ଭୁବନେଶ୍ୱର,୧୦ା୮: ଓଡ଼ିଶାରେ ସୃଷ୍ଟି ହୋଇଥିବା ଆଳୁ ସଙ୍କଟ ମଧ୍ୟରେ ଗ୍ରାହକମାନେ ଶନିବାର ରାଜଧାନୀ ଭୁବନେଶ୍ୱରରେ ତାଜା ଆଳୁ ଅଧିକ ସୁଲଭ ମୂଲ୍ୟରେ ବିକ୍ରି ହୋଇଛି। ରାଜ୍ୟରେ ଆସିଥିବା ନୂତନ ଷ୍ଟକ୍ ଯୋଗୁଁ ଆଳୁ ତିନି କିଲୋଗ୍ରାମରେ ୧୦୦ ଟଙ୍କାରେ ଉପଲବ୍ଧ ହେବ…

ଭୁବନେଶ୍ବରରେ ଖୋଲିଲା ଚାଉଳ ATM

ଭୁବନେଶ୍ବର, ୮ା୮: ରାଜଧାନୀ ଭୁବନେଶ୍ବର ମଞ୍ଚେଶ୍ବରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ATM। ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହାକୁ ଉଦ୍‌ଘାଟନ କରିଛନ୍ତି। ହିତାଧିକାରୀମାନେ କାର୍ଡ ନମ୍ବର ମାରି ATMରୁ ଚାଉଳ ଉଠାଇ ପାରିବେ। ପରୀକ୍ଷା ମୂଳକ ଭାବେ…

୬ରୁ ଭୁବନେଶ୍ୱରରେ ଅଟୋ ସେବା ବନ୍ଦ ଡାକରା

ଭୁବନେଶ୍ୱର,,୪ା୮(ଅନୁରାଧା ମହାରଣା): ବିଭିନ୍ନ ସମସ୍ୟା ଓ ଦାବି ନେଇ ଓଡ଼ିଶା ପରିବହନ ବିଭାଗକୁ ଅବଗତ କରାଯାଇଥିଲେ ମଧ୍ୟ କିଛି ସୁଫଳ ମିଳୁନି। ବାରମ୍ବାର ଦାବି ଓ ଆନ୍ଦୋଳନ ସତ୍ତ୍ୱେ ଦାବି ପୂରଣ ହେଉ ନ ଥିବାରୁ ଶେଷରେ ସ୍ମାର୍ଟସିଟି ଅନଲାଇନ୍‌ ଅଟୋ…

ହତ୍ୟାକାରୀ ସ୍ୱାମୀଙ୍କୁ ଫାଶୀ ଦଣ୍ଡାଦେଶ; ସ୍ତ୍ରୀ’ର ଗଳାକାଟି କରିଥିଲେ ହତ୍ୟା

ଭୁବନେଶ୍ୱର,୧ା୮: ୨୦୨୨ ଜୁନ୍‌ ୯ରେ ଖଣ୍ଡଗିରି ଅଞ୍ଚଳରେ ଘଟିଥିବା ହତ୍ୟା କାଣ୍ଡରେ ମୁଖ୍ୟ ଅଭିଯୁକ୍ତ ସଂଜିତ ଦାସକୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି ଏସଡିଜେଏମ୍‌ କୋର୍ଟ। ପାରିବାରିକ ଅଶାନ୍ତିକୁ କେନ୍ଦ୍ର କରି ସ୍ତ୍ରୀକୁ ବୀଭତ୍ସ ଭାବେ ହତ୍ୟା କରିଥିଲା ଦୋଷୀ ସଂଜିତ। ରିପୋର୍ଟ…

”ଯଦି ସରକାର ନିର୍ଦ୍ଦେଶ ଦିଅନ୍ତି; ଆମେ ବେଆଇନ ଆପାର୍ଟମେଣ୍ଟକୁ ଭାଙ୍ଗିଦେବୁ”: ସୁଲୋଚନା

ଭୁବନେଶ୍ୱର,୩୧।୭: ବେଆଇନ ନିର୍ମାଣ, ବିଶେଷକରି ଓଡ଼ିଶାର ବିଭିନ୍ନ ସ୍ଥାନରେ ଆପାର୍ଟମେଣ୍ଟଗୁଡିକ ନିର୍ମାଣ ଉପରେ ଚିନ୍ତା ପ୍ରକଟ ପାଇଛି। ରାଜ୍ୟ ନଗର ଓ ଗୃହ ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବିଧାନସଭାକୁ ସୂଚନା ଦେଇଛନ୍ତି ଯେ, ଭୁବନେଶ୍ୱରରେ ପ୍ରାୟ ୭୦୦ ରୁ…

ଭୁବନେଶ୍ୱରରେ ମିଟ୍‌ ରିଜ୍‌ଟା ପ୍ରୋଗ୍ରାମ

ଭୁବନେଶ୍ୱର,୨୯ା୭: ଦେଶର ପ୍ରମୁଖ ଇଲେକ୍‌ଟ୍ରିକ ଦୁଇଚକିଆ ଯାନ ଉପତ୍ାଦନକାରୀ ଏଥର୍‌ ଏନର୍ଜିର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ମିଟ୍‌ ରିଜ୍‌ଟା’ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏଥର୍‌ର କମ୍ୟୁନିଟି ସଦସ୍ୟ ଇଲେକ୍‌ଟ୍ରିକ ଯାନ ଉତ୍ସାହୀ ଓ ନୂଆ ରିଜ୍‌ଟା ମାଲିକମାନଙ୍କ ପାଇଁ…

ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ, ପଲାସା-କଟକ, ପୁରୀ-କଟକ ପାସେଞ୍ଜର ବାତିଲ

ଭୁବନେଶ୍ୱର,୨୯।୭: ଭୁବନେଶ୍ବର ମଞ୍ଚେଶ୍ବର ଷ୍ଟେସନ ୟାର୍ଡରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍। ରବିବାର ରାତି ପ୍ରାୟ ୧ଟା ୩୫ ମିନିଟ ସମୟରେ ଲାଇନ୍‌ଚ୍ୟୁତ ହୋଇଥିବା ନେଇ ରେଲୱେ ପକ୍ଷରୁ ସୂଚନା ମିଳିଛି। ଦୁର୍ଘଟଣା ଖବର ମିଳିବା ପରେ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ…

ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ସାମ୍ବାଦିକା; ମୃତ୍ୟୁ ପୂର୍ବର ଭିଡିଓ ଭାଇରାଲ୍

ଭୁବନେଶ୍ୱର,୨୪ା୭: ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ସାମ୍ବାଦିକା। ବାପୁଜୀ ନଗର ନିକଟ ରେଳ ଧାରଣାରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମହିଳା ଜଣଙ୍କ ଏକ ୱେବ୍ ଚ୍ୟାନେଲରେ କାମ କରୁଥିଲେ। ତେବେ ମହିଳାଜଣକ ଆତ୍ମହତ୍ୟା କରିବା ପୂର୍ବରୁ ସୋସିଆଲ…

ରାଜଧାନୀରେ ପ୍ରବଳ ବର୍ଷା, ଭାସିଲା ଗାଡ଼ି

ଭୁବନେଶ଼୍ବର ୭।୭: ରାଜଧାନୀ ଭୁବନେଶ଼୍ବରରେ ପ୍ରବଳ ବର୍ଷା ହୋଇଛି । ଫଳରେ ଇସ୍କନ ମନ୍ଦିର ସାମ୍ନା ରାସ୍ତା ବର୍ଷା ପାଣିରେ ବଡ଼ିଯାଇଛି । ରାସ୍ତାରେ ୫ଫୁଟ୍‌ ଉଚ୍ଚର ପାଣି ଜମିଥିବାରୁ କିଛି ଗାଡ଼ି ବୁଡ଼ି ରହିଥିବା ଦେଖିବାକୁ ମିଳିଛି । ଆଜି…

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ; ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର,୨୧।୬: ରାଜଧାନୀ ଭୁବନେଶ୍ୱରରେ ବୀଭତ୍ସ ହତ୍ୟାକାଣ୍ଡ। ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଇଞ୍ଜିନିୟରିଂ କଲେଜ ନିକଟରେ ଏହି ହତ୍ୟାକାଣ୍ଡ ଘଟିଛି। ଘର ମାଲିକଙ୍କୁ ଭଡ଼ାଟିଆ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ରାସ୍ତାରୁ ରକ୍ତାକ୍ତ ମୃତଦେହ ଜବତ କରି ପୋଲିସର ତଦନ୍ତ ଆରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri