ଭୁବନେଶ୍ୱରରେ ମିଟ୍ ରିଜ୍ଟା ପ୍ରୋଗ୍ରାମ
ଭୁବନେଶ୍ୱର,୨୯ା୭: ଦେଶର ପ୍ରମୁଖ ଇଲେକ୍ଟ୍ରିକ ଦୁଇଚକିଆ ଯାନ ଉପତ୍ାଦନକାରୀ ଏଥର୍ ଏନର୍ଜିର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ମିଟ୍ ରିଜ୍ଟା’ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏଥର୍ର କମ୍ୟୁନିଟି ସଦସ୍ୟ ଇଲେକ୍ଟ୍ରିକ ଯାନ ଉତ୍ସାହୀ ଓ ନୂଆ ରିଜ୍ଟା ମାଲିକମାନଙ୍କ ପାଇଁ…
ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ, ପଲାସା-କଟକ, ପୁରୀ-କଟକ ପାସେଞ୍ଜର ବାତିଲ
ଭୁବନେଶ୍ୱର,୨୯।୭: ଭୁବନେଶ୍ବର ମଞ୍ଚେଶ୍ବର ଷ୍ଟେସନ ୟାର୍ଡରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍। ରବିବାର ରାତି ପ୍ରାୟ ୧ଟା ୩୫ ମିନିଟ ସମୟରେ ଲାଇନ୍ଚ୍ୟୁତ ହୋଇଥିବା ନେଇ ରେଲୱେ ପକ୍ଷରୁ ସୂଚନା ମିଳିଛି। ଦୁର୍ଘଟଣା ଖବର ମିଳିବା ପରେ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ…
ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ସାମ୍ବାଦିକା; ମୃତ୍ୟୁ ପୂର୍ବର ଭିଡିଓ ଭାଇରାଲ୍
ଭୁବନେଶ୍ୱର,୨୪ା୭: ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ସାମ୍ବାଦିକା। ବାପୁଜୀ ନଗର ନିକଟ ରେଳ ଧାରଣାରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମହିଳା ଜଣଙ୍କ ଏକ ୱେବ୍ ଚ୍ୟାନେଲରେ କାମ କରୁଥିଲେ। ତେବେ ମହିଳାଜଣକ ଆତ୍ମହତ୍ୟା କରିବା ପୂର୍ବରୁ ସୋସିଆଲ…
ରାଜଧାନୀରେ ପ୍ରବଳ ବର୍ଷା, ଭାସିଲା ଗାଡ଼ି
ଭୁବନେଶ଼୍ବର ୭।୭: ରାଜଧାନୀ ଭୁବନେଶ଼୍ବରରେ ପ୍ରବଳ ବର୍ଷା ହୋଇଛି । ଫଳରେ ଇସ୍କନ ମନ୍ଦିର ସାମ୍ନା ରାସ୍ତା ବର୍ଷା ପାଣିରେ ବଡ଼ିଯାଇଛି । ରାସ୍ତାରେ ୫ଫୁଟ୍ ଉଚ୍ଚର ପାଣି ଜମିଥିବାରୁ କିଛି ଗାଡ଼ି ବୁଡ଼ି ରହିଥିବା ଦେଖିବାକୁ ମିଳିଛି । ଆଜି…
ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ; ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ
ଭୁବନେଶ୍ୱର,୨୧।୬: ରାଜଧାନୀ ଭୁବନେଶ୍ୱରରେ ବୀଭତ୍ସ ହତ୍ୟାକାଣ୍ଡ। ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଇଞ୍ଜିନିୟରିଂ କଲେଜ ନିକଟରେ ଏହି ହତ୍ୟାକାଣ୍ଡ ଘଟିଛି। ଘର ମାଲିକଙ୍କୁ ଭଡ଼ାଟିଆ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ରାସ୍ତାରୁ ରକ୍ତାକ୍ତ ମୃତଦେହ ଜବତ କରି ପୋଲିସର ତଦନ୍ତ ଆରମ୍ଭ…
ଡ୍ରେନରେ ବୁଡି ମୃତ୍ୟୁ ଘଟଣାରେ ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ବିଏମ୍ସି ସହକାରୀ ଯନ୍ତ୍ରୀ ନିଲମ୍ବିତ
ଭୁବନେଶ୍ୱର,୨୦।୬(ଅସମାପିକା ସାହୁ): ରାଜଧାନୀରେ ନାଳରେ ଭାସିଯାଇ ନାବାଳକ ପିଲା ମୃତ୍ୟୁବରଣ କରିବା ଘଟଣାରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି ଘଟଣାର ତଦନ୍ତ ରିପୋର୍ଟ ହସ୍ତଗତ ହେବାପରେ ଗୁରୁବାର ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ର ଡ୍ରେନେଜ ଡିଭିଜନରେ କାର୍ଯ୍ୟରତ ସହକାରୀ…
ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଚାଉଳ ATM ଖୋଲିବେ ରାଜ୍ୟ ସରକାର
ଭୁବନେଶ୍ୱର,୨୦।୬: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଏହି ଚାଉଳ ATM ଖୋଲିବ। ଏଥିପାଇଁ ହିତାଧିକାରୀଙ୍କୁ ସ୍ୱତନ୍ତ୍ର କାର୍ଡ ଦିଆଯିବ, ଯାହାଦ୍ୱାରା…
ଇଣ୍ଡଲ୍ଜର ଏକ୍ସକ୍ଲୁସିଭ ଆଉଟଲେଟ
ଭୁବନେଶ୍ୱର,୧୩।୫: ରାଜ୍ୟର ଅଗ୍ରଣୀ ଘରୋଇ ସଂସ୍ଥା ତଥା ବିୟୁଟି ବ୍ରାଣ୍ଡ୍ ‘ଇଣ୍ଡଲ୍ଜ’ର ୩ଟି ନୂତନ ଏକ୍ସକ୍ଲୂସିଭ ଆଉଟଲେଟ ରବିବାର ଭୁବନେଶ୍ୱରର ଡିଏନ୍ ରେଗାଲିଆ ମଲ୍, ସମ୍ ହସ୍ପିଟାଲ ସ୍କୋୟାର ଏବଂ ରାମମନ୍ଦିର ସ୍କୋୟାରଠାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ…
ହସ୍ତଶିଳ୍ପ ଷ୍ଟଲ୍ରେ ପ୍ରବଳ ଭିଡ଼
ଭୁବନେଶ୍ୱର,୧୩।୫: ସନ୍ଧ୍ୟା ହେଲେ ସହରବାସୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ‘ହ୍ୟାଣ୍ଡଲୁମ୍ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’ରେ ଭିଡ଼ ଜମାଉଛନ୍ତି। ଏପରିକି ଘର ସାଜସଜ୍ଜା ପାଇଁ ସୂକ୍ଷ୍ମ କାରୁକାର୍ଯ୍ୟରେ ନିର୍ମିତ ହସ୍ତଶିଳ୍ପ ସାମଗ୍ରୀ ଷ୍ଟଲରେ ପ୍ରବଳ ଭିଡ ଜମାଉଛନ୍ତି। ସେହିଭଳି ସୁଲଭ ମୂଲ୍ୟରେ…
କଳିଙ୍ଗ ଷ୍ଟାଡିୟମରେ ୧୨ରୁ ଫେଡେରେଶନ କପ୍: ଆକର୍ଷଣରେ ନୀରଜ ଚୋପ୍ରା, କିଶୋର ଜେନା
ଭୁବନେଶ୍ୱର, ୮।୫ (ତପନ ସ୍ବାଇଁ): କିଛି ଦିନର ବ୍ୟବଧାନ ପରେ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ତାରକା ଆଥ୍ଲେଟଙ୍କ ମହାମେଳା। ଚଳିତ ମାସ ୧୨ରୁ ୧୫ ପର୍ଯ୍ୟନ୍ତ ଏଠାରେ ଅନୁଷ୍ଠିତ ହେବ ଜାତୀୟ ଫେଡେରେଶନ କପ୍ ସିନିୟର ଆଥ୍ଲେଟିକ୍ସ ପ୍ରତିଯୋଗିତାର ୨୭ତମ…
ଏକତରଫା ପ୍ରେମର ଭୟଙ୍କର ପରିଣତି, ସ୍ତ୍ରୀଙ୍କୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ କଲେ ସ୍ୱାମୀ
ଭୁବନେଶ୍ୱର,୫।୫: ରାଜଧାନୀ ଭୁବନେଶ୍ୱରରେ ଅଭାବନୀୟ ଘଟଣା। ପ୍ରେମରେ ବିଫଳ ହେବାରୁ, ଗାଡ଼ି ଚଢାଇ ହତ୍ୟା ଯୋଜନା କଲା ଅଭିଯୁକ୍ତ। ସ୍ତ୍ରୀକୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ କଲା ସ୍ୱାମୀ । ପତ୍ନୀର ବଡ଼ ଭଉଣୀକୁ ଏକ ତରଫା ପ୍ରେମ କରି ବିଫଳ…
ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ
ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ ଚନ୍ଦାକା ଅଞ୍ଚଳରେ ଏକ ତେଜରାତି ଦୋକାନରେ ନିଆଁ ଲଗାଇବା ଅଭିଯୋଗରେ କମିଶନରେଟ ପୋଲିସ ଜଣେ…
Archives


