Tag Archives: bhubaneswar

ନିଶା ପାଇଁ ପୁଅ ସାଜିଲା ରାକ୍ଷସ: ବାପାଙ୍କ ମୁଣ୍ଡରେ ପିଟିଲା ବିୟର ବୋତଲ

ଭୁବନେଶ୍ୱର,୫।୧: ରାଜଧାନୀରେ ପୁଣି ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ନିଶା ପାଇଁ ଟଙ୍କା ନପାଇ ଜଣେ ପୁଅ ନିଜ ଜନ୍ମକଲା ବାପାଙ୍କୁ ବିୟର ବୋତଲରେ ଆକ୍ରମଣ କରି ଗୁରୁତର କରିଦେଇଛି। ଏହି ଅଭାବନୀୟ ଘଟଣାଟି କ୍ୟାପିଟାଲ ଥାନା ଅନ୍ତର୍ଗତ କେଦାର…

ରୁପାଲି ଛକରେ ଭୟଙ୍କର ଦୁର୍ଘଟଣା: ଆମ ବସ୍‌ ନେଲା ଜୀବନ

ଭୁବନେଶ୍ୱର,୩।୧: ପୁଣି ଆମ ବସ୍‌ ନେଲା ଜୀବନ। ଭୁବନେଶ୍ୱର ରୁପାଲି ଛକ ଟ୍ରାଫିକ୍‌ ଉପରେ ଶନିବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଅଟୋ ପଛରୁ ପିଟିଲା ଆମ ବସ୍‌। ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଛି । ଜଣେ ଗୁରୁତର ହୋଛନ୍ତି ।…

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର ସୂଚନା ଅନୁଯାୟୀ, ବର୍ଷର ଶେଷ ସାତ ଦିନ ଅର୍ଥାତ୍ ବଡ଼ଦିନ (ଡିସେମ୍ବର ୨୫) ଠାରୁ…

ଭୁବନେଶ୍ୱରରେ ଲଜ୍ଜା: ପୁରୁଷ ବନ୍ଧୁଙ୍କ ଆଗରେ ନାବାଳିକାଙ୍କୁ ଗଣବଳାତ୍କାର, ଭିଡିଓ ରେକର୍ଡ କରି…

ଭୁବନେଶ୍ୱର,୧୫ା୧୨: ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକାକୁ ତାଙ୍କ ପୁରୁଷ ବନ୍ଧୁଙ୍କ ଆଗରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ଡିସେମ୍ବର ୧୦ ତାରିଖରେ ଧଉଳି ଅଞ୍ଚଳର ଦୟା ନଦୀକୂଳରେ ଘଟିଥିବା ଜଣାପଡ଼ିଛି। ପୋଲିସ ସୋମବାର ଏହି ଘଟଣାରେ ସମ୍ପୃକ୍ତ ଦୁଇଜଣଙ୍କୁ…

ଭୁବନେଶ୍ୱରରେ ହେବ ଭିସା ସେଣ୍ଟର, ଆଉ ଯିବାକୁ ପଡିବ ନାହିଁ ଦିଲ୍ଲୀ, କୋଲକତା

ଭୁବନେଶ୍ୱର,୧୫।୧୨: ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେଶନ ସେଣ୍ଟର। ଏନେଇ ରାଜ୍ୟ ସରକାର ୩ ହଜାର ବର୍ଗ ଫୁଟର ଜାଗା ଯୋଗାଇ ଦେବେ। ବରମୁଣ୍ଡା ବସ ଟର୍ମିନାଲ ବିଲ୍ଡିଂରେ କାର୍ଯ୍ୟକ୍ଷମ ହେବ ଭିସା ସେଣ୍ଟର। ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ,…

ଓଡ଼ିଶାରେ ଗଡୁଛି ୨.୧୯ ଲକ୍ଷରୁ ଅଧିକ ଇଲେକ୍ଟ୍ରିକ୍‌ ଯାନ: ଭୁବନେଶ୍ୱରରେ ୧୨ଟି ଚାର୍ଜିଂ ଷ୍ଟେସନ୍

ଭୁବନେଶ୍ୱର,୪ା୧୨: ଓଡ଼ିଶାରେ ଏପର୍ଯ୍ୟନ୍ତ ୨.୧୯ ଲକ୍ଷରୁ ଅଧିକ ଇଲେକ୍ଟ୍ରିକ୍‌ ଯାନ (EV) ପଞ୍ଜୀକୃତ ହୋଇ ରାସ୍ତାରେ ଚାଲୁଛି। ଗୁରୁବାର ବିଧାନସଭାରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଇଲେକ୍ଟ୍ରିକ୍‌ ଯାନ…

ଭୁବନେଶ୍ୱର ସମେତ ରାଜ୍ୟର ୧୬ ସ୍ଥାନରେ ନଦୀ ଜଳ ପ୍ରଦୂଷିତ, ଜାଣନ୍ତୁ

ଭୁବନେଶ୍ୱର,୨।୧୨: ଓଡ଼ିଶାରେ ୧୬ଟି ନଦୀ ସ୍ଥାନ ପ୍ରଦୂଷିତ ହୋଇଥିବା କଥା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ସୂଚନା ଦେଇଛନ୍ତି। ଗୃହରେ ଏକ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି ଯେ…

ଭୁବନେଶ୍ୱରରେ ୫୦୦ ଏକର ସରକାରୀ ଜମି ଜବରଦଖଲ, କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମନ୍ତ୍ରୀଙ୍କ ଚେତାବନୀ

ଭୁବନେଶ୍ୱର,୧।୧୨: ଭୁବନେଶ୍ୱରରେ ୫୦୦ ଏକର ସରକାରୀ ଜମି ଧନୀ ତଥା ପ୍ରଭାବଶାଳୀ ବ୍ୟକ୍ତିବିଶେଷଙ୍କ ଦ୍ୱାରା ବେଆଇନ ଭାବେ ଜବରଦଖଲ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ଏହି ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଧୀନରେ…

ବିଧାନସଭାରେ ଉଠିଲା ଭୁବନେଶ୍ୱର କେଭି-୩ ବୋମାମାଡ଼ ପ୍ରସଙ୍ଗ

ଭୁବନେଶ୍ୱର,୨୮ା୧୧: ରାଜଧାନୀ ଭୁବନେଶ୍ୱରରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ-୩ (KV-3) ସାମ୍ନାରେ ବୋମାମାଡ଼ ଘଟଣା ଶୁକ୍ରବାର ବିଧାନସଭାରେ ଉଠିଛି। ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ଗୃହରେ ଏହି ପ୍ରସଙ୍ଗ ଉଠାଇ ଘଟଣାର ସତ୍ୟାସତ୍ୟ ଜଣାଇବାକୁ ଦାବି କରିଛନ୍ତି। ଏହାର ଉତ୍ତରରେ ବାଚସ୍ପତି…

ଭୁବନେଶ୍ୱରରେ ଅବୈଧ ଗର୍ଭପାତ ବଟିକା ବିକ୍ରି ଉପରେ ଚଢ଼ାଉ ଆରମ୍ଭ

ଭୁବନେଶ୍ୱର,୨୬।୧୧: ଡ୍ରଗ୍ସ କଣ୍ଟ୍ରୋଲ୍ ବିଭାଗ, ଭୁବନେଶ୍ୱର ପକ୍ଷରୁ ସହରର ଫାର୍ମାସିଗୁଡ଼ିକରେ ଅବୈଧ ଗର୍ଭପାତ ବଟିକା ବିକ୍ରି ଉପରେ ଚଢ଼ାଉ ଆରମ୍ଭ କରାଯାଇଛି। ଅଧିକାରୀମାନେ ଚନ୍ଦ୍ରଶେଖରପୁର ଅଞ୍ଚଳର ଶୈଳଶ୍ରୀ ବିହାରସ୍ଥିତ ବିଭିନ୍ନ ମେଡିକାଲ ଷ୍ଟୋରରେ ଚଢ଼ାଉ କରିଛନ୍ତି। ଅନେକ ମାମଲାରେ କର୍ତ୍ତୃପକ୍ଷ ଲାଇସେନ୍ସ…

ଗାର୍ଲଫ୍ରେଣ୍ଡ ପାଇଁ ବାଇକ୍ ଚୋରି, ଆଇଜି ପାର୍କରେ ସମୟ ବିତାଉଥିବା ବେଳେ ମାଡ଼ିବସିଲା ପୋଲିସ

ଭୁବନେଶ୍ୱର,୨୫।୧୧: ପ୍ରେମିକାକୁ ଖୁସି କରିବା ନିଶାରେ ଜଣେ ଯୁବକ ରାଜଧାନୀରେ ବାଇକ୍ ଚୋରି କରି ପୋଲିସ ଜାଲରେ ଧରାପଡ଼ିଛନ୍ତି। ଏହି ପ୍ରେମ ହିଁ ତାଙ୍କୁ ବାଇକ୍ ଚୋର ସଜାଇ ଶେଷରେ ଜେଲ୍‌କୁ ଟାଣିଛି। ଅଭିଯୁକ୍ତ ଯୁବକ ଜଣକ ତାଙ୍କ ଗାର୍ଲଫ୍ରେଣ୍ଡ ପାଇଁ…

ଅନିଲ ଅମ୍ବାନୀଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ଭୁବନେଶ୍ୱରରେ ବି ରହିଛି ଲିଙ୍କ୍

ନୂଆଦିଲ୍ଲୀ,୨୦।୧୧: ମନି ଲଣ୍ଡରିଂ ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଶିଳ୍ପପତି ଅନିଲ ଅମ୍ବାନୀ ଏବଂ ତାଙ୍କ ରିଲାଏନ୍ସ ଗ୍ରୁପ୍ କମ୍ପାନୀଗୁଡ଼ିକର ୧,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସମ୍ପତ୍ତିକୁ ଅସ୍ଥାୟୀ ଭାବରେ ବାଜ୍ୟାପ୍ତ କରିଛି। ସୂତ୍ର ଅନୁଯାୟୀ, ବାଜ୍ୟାପ୍ତ ହୋଇଥିବା ସମ୍ପତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri