‘ଜୟ ଶ୍ରୀରାମ’ ନାରାରେ କମ୍ପିଲା ରାଜଧାନୀ: ବଜରଙ୍ଗ ଦଳ ପକ୍ଷରୁ ବିରାଟ ଶୋଭାଯାତ୍ରା
ଭୁବନେଶ୍ୱର,୬।୪(ସୌମ୍ୟରଞ୍ଜନ ରାଉତ): ବିଶ୍ୱ ହିନ୍ଦୁ ପରିଷଦର ଯୁବ ସଙ୍ଗଠନ ବଜରଙ୍ଗ ଦଳ ପକ୍ଷରୁ ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଶ୍ରୀରାମ ମୋହତ୍ସବ ଶୋଭାଯାତ୍ରା ମହାଆଡ଼ମ୍ବରରେ ପାଳନ ହୋଇଯାଇଛି। ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର ଅଗଣିତ ହିନ୍ଦୁଙ୍କର ଆରାଧ୍ୟ ଦେବତା ତେଣୁ ପୁର-ପଲ୍ଲୀଠାରୁ ଆରମ୍ଭ…
୭୭ତମ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ, ଦୁଇଦିନ ଉତ୍କଳ ମଣ୍ଡପରେ ସମାରୋହ
ଭୁବନେଶ୍ୱର,୨।୪: ଚଳିତ ବର୍ଷ ରାଜଧାନୀ ଭୁବନେଶ୍ୱରର ୭୭ ତମ ପ୍ରତିଷ୍ଠା ଦିବସ ପାଳନ କରାଯିବା ଉପଲକ୍ଷେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ବୁଧବାର ପୂର୍ବାହ୍ନରେ ଲୋକସେବା…
ସରକାରୀ ବାବୁଙ୍କ କୋଠା ଲୋଭ: OWSSB ସହକାରୀ ପ୍ରକଳ୍ପ ପରିଚାଳକଙ୍କୁ ଗିରଫ କଲା ଭିଜିଲାନ୍ସ
ଭୁବନେଶ୍ୱର,୩୦ା୩: ଭିଜିଲାନ୍ସ ରବିବାର ଓଡ଼ିଶା ଜଳ ଯୋଗାଣ ଏବଂ ସ୍ୱେରେଜ୍ ବୋର୍ଡ (OWSSB), ଭୁବନେଶ୍ୱରର ସହକାରୀ ପ୍ରକଳ୍ପ ପରିଚାଳକ ଦେବାଶିଷ ସାହୁଙ୍କୁ ବହିର୍ଭୁତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି। ଦେବାଶିଷ ତାଙ୍କ ଆୟରୁ ୧୧୪% ଅଧିକ ରଖିଥିବା ବେଳେ ଏହାକୁ…
୩୦ରେ କଳାହାଣ୍ଡି ଆସିବେ ମୁଖ୍ୟମନ୍ତ୍ରୀ, କାର୍ଯ୍ୟକ୍ରମ ସଫଳ ପାଇଁ ଜିଲାବାସୀଙ୍କୁ ନିବେଦନ
ଭବାନୀପାଟଣା,୨୮ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୩୦ ତାରିଖ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତ ରହିଛି। ଏହି ସମୟରେ ସେ ଜିଲାର ଭବାନୀପାଟଣାସ୍ଥିତ କ୍ରିଷ୍ଣା ନଗର ପଡ଼ିଆଠାରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ର…
ଭୁବନେଶ୍ୱରରେ ଗୋରୁ ବୋଝେଇ ଗାଡ଼ିକୁ ଅଟକାଇଲେ ‘ଗୋ ସେବକ’ ସଦସ୍ୟ, ୧୩ ରୁ ଅଧିକ ଗାଈ ଉଦ୍ଧାର
ଭୁବନେଶ୍ୱର,୨୮ା୩: ଶୁକ୍ରବାର ସକାଳେ ଭୁବନେଶ୍ୱରର ପାତ୍ରପଡ଼ା ନିକଟରେ ‘ଗୋ ସେବକ’ ସଦସ୍ୟଙ୍କ ଏକ ଦଳ ଗୋରୁ ପରିବହନ କରୁଥିବା ଏକ ଗାଡ଼ିକୁ ଅଟକାଇଛନ୍ତି। ଗାଡ଼ିଟିକୁ ଅଟକାଇବା ପରେ, ଡ୍ରାଇଭର ଏହାକୁ ଛାଡ଼ି ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ଗାଡ଼ିଟିରେ ୧୩ ରୁ ଅଧିକ…
ରାଜଧାନୀରେ ନକଲି ପୋଲିସ ଅଫିସର-କନଷ୍ଟେବଲ ଗିରଫ, ଲକ୍ଷାଧିକ ନକଲି ଟଙ୍କା ଜବତ
ଭୁବନେଶ୍ୱର,୨୪ା୩: ରାଜଧାନୀ ଭୁବନେଶ୍ୱରରେ ନକଲି ପୋଲିସକୁ ବାନ୍ଧିଛି ଅସଲି ପୋଲିସ। ନିଜକୁ ସବ-ଇନ୍ସପେକ୍ଟର କହି ଚାକିରି ପ୍ରତିଶ୍ରୁତି ଦେଇ ଠକୁଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ। ଅଭିଯୁକ୍ତ ମାନସ ରଞ୍ଜନ ସେନାପତି ଭଦ୍ରକର ବାସୁଦେବପୁରର ବାସିନ୍ଦା ଏବଂ ଭୁବନେଶ୍ୱରର ମଧୁସୂଦନ…
କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ଦେଶୀ ମଦ ଚାଲାଣ, ମାଡ଼ିବସିଲା ଅବକାରୀ ବିଭାଗ
ଭୁବନେଶ୍ୱର,୨୧ା୩: ରାଜଧାନୀ ଭୁବନେଶ୍ୱରରେ କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ଦେଶୀ ମଦ। ଅବୈଧ ମଦ ଚୋରା ଚାଲାଣର ଏକ ନୂତନ ଉପାୟରେ ଚୋରା ମଦ ବ୍ୟବସାୟୀମାନେ ଥଣ୍ଡା ପାନୀୟ ବୋତଲରେ ଦେଶୀ ମଦ ବିକ୍ରି କରୁଥିବାର ଧରାପଡ଼ିଛି। ପ୍ରଶାସନ ଆଖିରେ ଧୂଳି ଦେଇ…
ଏପ୍ରିଲରୁ ଭୁବନେଶ୍ୱର-ଗୋଆ ସିଧାସଳଖ ବିମାନ ସେବା
ଭୁବନେଶ୍ୱର,୨୦।୩: ଓଡ଼ିଶା ରାଜଧାନୀ ଏବଂ ଗୋଆ ମଧ୍ୟରେ ସିଧାସଳଖ ବିମାନ ସେବା ୧ ଏପ୍ରିଲରୁ ଆରମ୍ଭ ହେବ। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହା ପ୍ରକାଶ କରାଯାଇଛି। ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (BPIA) ଏବଂ ଗୋଆର ଡାବୋଲିମ୍ ବିମାନବନ୍ଦର…
ଭୁବନେଶ୍ୱରରେ ହେବ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟରର ଶାଖା
ଭୁବନେଶ୍ୱର, ୧୬।୩: ଭୁବନେଶ୍ବରରେ ସ୍ଥାପନ ହେବ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟର୍ ର ଶାଖା। ଏନେଇ ଭୁବନେଶ୍ବର ଏମପି ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବାତଙ୍କୁ ଗତ ୧୩ ମାର୍ଚ୍ଚରେ ନୂଆଦିଲ୍ଲୀରେ…
Video: ରାଜଧାନୀରେ ନିଶାଶକ୍ତ ଅବସ୍ଥାରେ ମହିଳାଙ୍କ ଉତ୍ପାତ
ଭୁବନେଶ୍ୱର,୧୪ା୩: ନିଶା ଖାଇ ଉତ୍ପାତ ହେଲେ ଯୁବତୀ। ରାଜଧାନୀର ରଙ୍ଗୀନ ରାତିରେ ନିଶାଶକ୍ତ ଯୁବତୀଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ଗୁରୁବାର ବିଳମ୍ବିତ ରାତିରେ ଚନ୍ଦ୍ରଶେଖରପୁରର ଏକ ମଦ ଦୋକାନ ସମ୍ମୁଖରେ ନିଶାଶକ୍ତ ଅବସ୍ଥାରେ ଯୁବତୀ ଜଣକ ଉତ୍ପାତ କରିଥିଲେ। ଖବର ପାଇ…
ଭୁବନେଶ୍ୱରରେ ମଡର୍ଣ୍ଣ ମାଛ ମାର୍କେଟକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ
ଭୁବନେଶ୍ୱର,୧୩ା୩: ରାଜଧାନୀରେ ୫୦ କୋଟି ଟଙ୍କାର ଏକ ଆଧୁନିକ ମାଛ ବଜାର ସ୍ଥାପନ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଭୁବନେଶ୍ୱର ଏମପି ଅପରାଜିତା ଷଢ଼ଙ୍ଗୀ ତାଙ୍କ ଅଫିସିଆଲ୍ ଫେସବୁକ୍ ହ୍ୟାଣ୍ଡେଲରେ ଏହି ସୂଚନା ଦେଇଛନ୍ତି। “ମୁଁ ଏହା…
ଭୁବନେଶ୍ବରରରେ ଦୂର ହେବ ଟ୍ରାଫିକ୍ ସମସ୍ୟା: ପଳାଶୁଣୀର ଗଙ୍ଗୁଆ ନାଳ ଉପରେ ହେବ ୬ ଲେନ୍ ରାସ୍ତା
ଭୁବନେଶ୍ୱର,୧୨।୩: ଭୁବନେଶ୍ୱରରେ ସଡ଼କ ଭିତ୍ତିଭୂମି ପ୍ରକଳ୍ପକୁ ଏକ ପ୍ରମୁଖ ପ୍ରୋତ୍ସାହନ ସ୍ୱରୂପ, କେନ୍ଦ୍ର ସରକାର ସ୍ମାର୍ଟ ସିଟିରେ ଟ୍ରାଫିକ୍ ଜାମ୍ ସମସ୍ୟାକୁ ହ୍ରାସ କରିବା ପାଇଁ ଗଙ୍ଗୁଆ ନାଳର ପଳାସୁଣିରେ ଥିବା ସେତୁକୁ ଛଅ ଲେନ୍ ବିଶିଷ୍ଟ କରିବା ପାଇଁ ଅନୁମୋଦନ…
Archives


