Tag Archives: bhubaneswar

ଭୁବନେଶ୍ୱର କ୍ରାଉନ ହୋଟେଲରେ ଆରମ୍ଭ ହେଲା ‘ବ୍ରାଣ୍ଡେଡ୍‌ ସେଲ୍‌’; ବେଶ ଶସ୍ତାରେ ମିଳୁଛି…

ଭୁବନେଶ୍ୱର,୨।୨ (ଅଭୟ ଦାଶ): ପ୍ରଥମ ଥର ପାଇଁ ଭୁବନେଶ୍ୱରର କ୍ରାଉନ ହୋଟେଲରେ ଏକ ୪ ଦିନିଆ ‘ବ୍ରାଣ୍ଡେଡ୍‌ ସେଲ୍‌’ର ଶୁଭାରମ୍ଭ କରାଯାଇଛି। ଶନିବାରଠାରୁ ଏହା ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଯାଇଛି। ଏହି ସେଲ୍‌ ୨୦୨୫ ଫେବୃଆରୀ ୪ ପର୍ଯ୍ୟନ୍ତ ଜାରି ରହିବ…

ମେଟ୍ରୋ ସିଟି ପାଲଟିବ ଭୁବନେଶ୍ୱର: ହେବ ବ୍ୟାପକ ସମ୍ପ୍ରସାରଣ, ପଛରେ ପଡ଼ିବେ ବଡ଼ ବଡ଼ ସହର

ଭୁବନେଶ୍ୱର, ୨୩।୧: ରାଜଧାନୀ ଭୁବନେଶ୍ୱର ସହରକୁ ବ୍ୟାପକ ସମ୍ପ୍ରସାରଣ କରାଯିବ ବୋଲି ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଗୁରୁବାର ସୂଚନା ଦେଇଛନ୍ତି। ସହରରେ ବଢୁଥିବା ଟ୍ରାଫିକ ହ୍ରାସ କରିବା ଲକ୍ଷ୍ୟରେ ସରକାର ଏହି…

ସାଧାରଣ ଲୋକଙ୍କ ପାଇଁ ଖୋଲିଲା ପ୍ରବାସୀ ଭାରତୀୟ ଦିବସ ପ୍ରଦର୍ଶନୀ, ଜାଣନ୍ତୁ କେତେ ଦିନ ଯାଏ ଖୋଲା ରହିବ

ଭୁବନେଶ୍ୱର,୧୦।୧: ଭୁବନେଶ୍ୱରର ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ଦିବସ (PBD) ପ୍ରଦର୍ଶନୀ ଜାନୁଆରୀ ୧୧ ରୁ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ। ଏହି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ସମେତ ସମସ୍ତଙ୍କ ପାଇଁ ଜାନୁଆରୀ ୧୨ ସନ୍ଧ୍ୟା ପର୍ଯ୍ୟନ୍ତ ଉପଲବ୍ଧ ରହିବ।…

2036 Olympics: ଓଡ଼ିଶାରେ ହେବ ହକି, ଅହମ୍ମଦାବାଦ, ମୁମ୍ବାଇକୁ ମିଳିବ ଗୁରୁତ୍ୱପୂର୍ଣ୍ଣ ଇଭେଣ୍ଟ

ନୂଆଦିଲ୍ଲୀ,୯।୧: ଭାରତ ୨୦୩୬ ଅଲିମ୍ପିକ୍ସ ପାଇଁ ବିଡ୍‌ ଦାଖଲ କରିବା ଲାଗି ପ୍ରସ୍ତୁତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ମଧ୍ୟ ଏନେଇ ତାଙ୍କର ଆଗ୍ରହ ପ୍ରକାଶ କରିଛନ୍ତି। ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ବିଡ୍‌ରେ ଅହମଦାବାଦକୁ ଆୟୋଜକ ସହର…

ଡବଲ୍ ଡେକର ବସ୍ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଭୁବନେଶ୍ୱରର ଗାଡ଼କଣରେ ଥିବା ‘ମୋ ବସ୍’ ଡିପୋରେ ବହୁ ପ୍ରତୀକ୍ଷିତ ଡବଲ୍ ଡେକର ବସ୍ ଏବଂ ହପ୍-ଅନ୍ ହପ୍-ଅଫ୍ ବସ୍ ଶୁଭାରମ୍ଭ କରିଛନ୍ତି। ଏହି ବସ୍ ସେବାଗୁଡ଼ିକ ଦ୍ୱାରା ପର୍ଯ୍ୟଟକମାନଙ୍କ ଯାତାୟାତକୁ ବିଶେଷ…

୮ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର,୪।୧: ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୮ ଜାନୁଆରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। ୯ ତାରିଖ ଜନତା ମଇଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବେ।…

ରାଜଧାନୀରେ ମାତିଛନ୍ତି ଲୁଟେରା: ଘରେ ପଶି ଲୁଟିନେଲେ ୨୦ ଲକ୍ଷ ଟଙ୍କାର ଅଳଙ୍କାର

ଭୁବନେଶ୍ୱର,୨୭।୧୨: କମିଶନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଚୋରମାନେ ନିୟମିତ ଭାବେ ଭୁବନେଶ୍ୱରରେ ଫ୍ଲାଟ ଏବଂ ଘରକୁ ଟାର୍ଗେଟ କରୁଛନ୍ତି। ସଦ୍ୟତମ ଚୋରି ଘଟଣାରେ ରାଜଧାନୀ ସୀମାରେ ଥିବା ଧଉଳି ଥାନା ଅଂଚଳରେ ଡକାୟତମାନେ ୨୦ ଲକ୍ଷରୁ ଅଧିକ ମୂଲ୍ୟର ସୁନା…

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଯାଇଛି। ତେବେ ବର୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଖବର ପାଇ…

ଏକ ତରଫା ପ୍ରେମର କରୁଣ ପରିଣତି: ହୋଟେଲ ଛାତରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା!

ଭୁବନେଶ୍ୱରର,୧୫।୧୨: ଏକପାଖିଆ ପ୍ରେମରୁ ଗଲା ଜୀବନ। ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବକ ଓୟୋ ହୋଟେଲ ଛାତରୁ ଡେଇଁପଡି ନିଜ ଜୀବନ ହାରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ଯୁବକ ନୟାଗଡ ଜିଲାର ଦୀପକ ନାୟକ ବୋଲି ଜଣାପଡିଛି। ଖବର ଅନୁଯାୟୀ ଦୀପକ ଜଣେ…

ଡିଜିପି ସମ୍ମିଳନୀ ବେଳେ ପନ୍ନୁଙ୍କ ନାଁରେ ଧମକପୂର୍ଣ୍ଣ ମେଲ୍‌ ପ୍ରସଙ୍ଗ

ଭୁବନେଶ୍ୱର,୧୦ା୧୨(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରରେ ସର୍ବଭାରତୀୟ ୫୯ତମ ଡିଜିପି- ଆଇଜିପି ସମ୍ମିଳନୀ ଚାଲିଥିବାବେଳେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ତଥା ଶିଖ୍‌ ଫର୍‌ ଜଷ୍ଟିସ୍‌ର ମୁଖ୍ୟ ଗୁରୁପତ୍‌ୱନ୍ତ ସିଂ ପନ୍ନୁ ନାଁରେ ଆସିଥିବା ଧମକ୍‌ପୂର୍ଣ୍ଣ ମେଲ୍‌କୁ ନେଇ କ୍ରାଇମବ୍ରାଞ୍ଚ ଅଧିକ ତଦନ୍ତ ଜାରି ରଖିଛି। ତେବେ…

ଭୁବନେଶ୍ବରରେ ବଢୁଛି ଜନସଂଖ୍ୟା: ଟ୍ରାଫିକ୍‌ ସମସ୍ୟା ଦୂର ପାଇଁ ଏକାଧିକ ଫ୍ଲାଇଓଭର, ରିଙ୍ଗ ରୋଡ ନିର୍ମାଣ ପାଇଁ ଯୋଜନା

ଭୁବନେଶ୍ୱର,୧୦।୧୨: ରାଜଧାନୀରେ କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାର ଆବଶ୍ୟକତା ଦୃଷ୍ଟିରୁ ଗାଡି ଚଳାଚଳ ଓ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵ ଆରୋପ କରିଛନ୍ତି। ଭୁବନେଶ୍ବର ସହରର ଗାଡି ଚଳାଚଳ ଓ ଟ୍ରାଫିକ୍‌ ସମସ୍ୟାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri