Tag Archives: bhubaneswar

ଭୁବନେଶ୍ୱରରୁ ଏହି ସହରକୁ ଆରମ୍ଭ ହେବ ବିମାନ ସେବା

ଭୁବନେଶ୍ୱର,୧୪ା୧୧: ରାଜ୍ୟକୁ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ଼ କରିବାକୁ ସରକାର ନୂଆ ପଦକ୍ଷେପ ନେଉଛନ୍ତି। ରାଜଧାନୀ ଭୁବନେଶ୍ୱରରୁ ଦେଶର ଅନେକ ସହରକୁ ବିମାନ ସେବା ମିଳୁଥିଲା ବେଳେ ଏବେ ଆଉ କିଛି ସହର ଏହି ତାଲିକାରେ ଯୋଡିହେବେ। ଏହିକ୍ରମରେ ଭୁବନେଶ୍ବର ବିଜୁ ପଟ୍ଟନାୟକ…

ଭୁବନେଶ୍ବର ଡେଲ୍‌ଟା ଛକରେ ଦୁର୍ଘଟଣା: ଜଣେ ମୃତ

ଭୁବନେଶ୍ୱର,୧୦ା୧୧(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ରବିବାର ରାତି ସାଢେ ୧୦ରେ ଏକ ସଡକ ଦୁର୍ଘଟଣା ଘଟିଛି । ଜଣେ ଯୁବକ ଦ୍ରୁତ ଗତିରେ ଗାଡି ଚଲୁଥିବା ବେଳେ ଭାରସାମ୍ୟ ହରାଇ ପ୍ରଥମେ ଡିଭାଇଡରକୁ ପିଟିବା ପରେ ଗଛକୁ ଜୋରରେ ଧକ୍କା ଦେଇଥିଲେ…

ନିୟନ୍ତ୍ରଣକୁ ଆସିବ ‘ମୋ ବସ୍‌’ର ବେଗ, ଲାଗିବ ସ୍ପିଡ୍‌ ଗଭର୍ଣ୍ଣର

ଭୁବନେଶ୍ୱର,୬।୧୧: ସହର ଭିତରେ ଚାଲୁଥିବା ‘ମୋ ବସ୍‌’ର ବେଗ ନିୟନ୍ତ୍ରଣପାଇଁ ନିଷ୍ପତ୍ତି ନିଆଯାଇଛି। ଏ ମ୍ପର୍କରେ ନଗର ଉନ୍ନୟନ ଓ ପରିବହନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ସହର ଭିତରେ ଚାଲୁଥିବା ମୋ ବସ୍‌ ଘଣ୍ଟାପ୍ରତି ୪୦ କିଲୋମିଟର ବେଗରେ ଚଳାଚଳ…

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧୦: ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ…

ପୁଣି ବାଜି ମାରିନେଲା ଭୁବନେଶ୍ୱର: କେନ୍ଦ୍ର ସରକାର ଦେଲେ ”ସର୍ବଶ୍ରେଷ୍ଠ ଜନସାଧାରଣ ପରିବହନ ବ୍ୟବସ୍ଥା” ପୁରସ୍କାର

ଗାନ୍ଧିନଗର, ୨୭ା୧୦: ଗୁଜରାଟର ଗାନ୍ଧିନଗର ଠାରେ ତିନି ଦିନିଆ ୧୭ ତମ ସହରୀ ମୋବିଲିଟି ଇଣ୍ଡିଆ (UMI) ସମ୍ମିଳନୀ ଏବଂ ପ୍ରଦର୍ଶନୀ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପୁଣିଥରେ ଭୁବନେଶ୍ୱର ବାଜି ମାରି ନେଇଛି। ସହରରେ ସର୍ବଶ୍ରେଷ୍ଠ ଜନସାଧାରଣ ପରିବହନ ବ୍ୟବସ୍ଥା…

ଜନ୍ମଦିନରେ ଘରକୁ ଫେରିଲେ ନାହିଁ; ମନ୍ଦିର ପରିସରରୁ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତଦେହ…

ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍‌ ରାଉତ)-ରାଜଧାନୀ ଭୁବନେଶ୍ୱରର ଇନ୍‌ଫୋସିଟି ଥାନା ଅଞ୍ଚଳରେ ଜଣେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ପଥଗାଡିଆ ଅଞ୍ଚଳର ସୁଶାନ୍ତ ବେହେରା ଓରଫ ରାଜୁ (୩୦)। ପଟିଆ ଚନ୍ଦକା ଶିଳ୍ପାଞ୍ଚଳରେ ଥିବା ଏକ ନିର୍ମାଣଧିନ ମନ୍ଦିର ପରିସରରୁ…

ଜେଲରେ ଏ କ’ଣ ଚାଲିଛି ! ହାତରେ ଛୁରୀ ଧରି କଏଦୀ କଲେ ଭିଡିଓ ଶୁଟ୍‌, ଭାଇରାଲ ପରେ…

ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲ୍‌ରେ ଚାଲୁଛି ଅପରାଧୀଙ୍କ ରାଜୁତି। ଜେଲ ଭିତରକୁ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ ଓ ବେଆଇନ ସାମଗ୍ରୀ ଯାଉଛି। ଏପରିକି କଏଦୀମାନେ ମୋବାଇଲ ଫୋନ୍‌ ବ୍ୟବହାର କରି ଅପରାଧ ଘଟାଉଛନ୍ତି। ମଙ୍ଗଳବାର ଏପରି ଏକ ଭିଡିଓ…

ପମି ଆଣିଲେ ଅଭିଯୋଗ: ଚୋରି କରି ନେଇଛନ୍ତି ମୋ ଗୀତ

ଭୁବନେଶ୍ୱର,୨୬ା୯: ଗୀତ ଚୋରି ଅଭିଯୋଗରେ ସାଇବର ଥାନାର ଦ୍ୱାରସ୍ଥ କଣ୍ଠଶିଳ୍ପୀ ପମି ମିଶ୍ର। ତାଙ୍କର ୧୪ ବର୍ଷ ପୁରୁଣା ଗୀତ ଚୋରି ନେଇ ପ୍ରଯୋଜନା ସଂସ୍ଥା ନାଁରେ ସେ ଅଭିଯୋଗ କରିଛନ୍ତି। ସାଇ ସାଗର କ୍ରିଏସନ୍ ଓ ପବିତ୍ର ଏଣ୍ଟରଟେନମେଣ୍ଟ ନାଁରେ…

ମୋ ବସ୍‌ ଧକ୍କାରେ ଜଣଙ୍କ ମୃତ୍ୟୁ: ବସ୍‌କୁ ଅଟକ ରଖିଲେ ଲୋକେ

ଭୁବନେଶ୍ୱର,୨୫।୯: ପୁଣି ବଦନାମ ମୁଣ୍ଡାଇଲା ମୋ ବସ୍‌। ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁରରେ ମୋ ବସ୍ ମାଡିଯିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାମ ପୁରୀ ଜିଲାର ପାରିକୁଦ ଅଞ୍ଚଳର ଖିରୋଦ ପାଢ଼ୀ ବୋଲି ଜଣାପଡିଛି। ସୂଚନ ଅନୁଯାୟୀ ‘ମୋ ବସ୍’…

କ୍ୟାପିଟାଲ ହସ୍ପିଟାଲରେ ଡଷ୍ଟବିନରୁ ମିଳିଲା ନବଜାତକଙ୍କ ମୃତଦେହ

ଭୁବନେଶ୍ୱର,୨୩।୯: କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ଯାଏ ମହିଳାଙ୍କୁ ସଶକ୍ତ କରିବା ଲାଗି ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କରୁଥିଲେ ମଧ୍ୟ ଏବେ ବି ଅଲୋଡା ଶିଶୁକନ୍ୟା। ସୋମବାର ଏକ ଆଶ୍ଚର୍ଯ୍ୟଜନକ ଘଟଣା କ୍ରମେ ଭୁବନେଶ୍ୱରର…

ମନ୍ଦିର ମାଳିନୀ ଭୁବନେଶ୍ୱର

ପୁରାଣ ପ୍ରସିଦ୍ଧ ଏକାମ୍ର କ୍ଷେତ୍ର ଭୁବନେଶ୍ୱରକୁ ଓଡ଼ିଶାର ରାଜଧାନୀ କରିବା ପାଇଁ ୧୯୪୮ ଏପ୍ରିଲ ୧୩ରେ ଶିଳାନ୍ୟାସ କରାଯାଇଥିଲା। ଏହାପରଠାରୁ ଧୀରେ ଧୀରେ ଏହା ଦେଶର ପ୍ରମୁଖ ଆକର୍ଷଣୀୟ ସହରର ରୂପ ନେଇଛି। ଶିକ୍ଷା, ସ୍ବାସ୍ଥ୍ୟ, କ୍ରୀଡ଼ା, ବ୍ୟବସାୟ, ରାଜନୀତି ଆଦି…

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ତାଙ୍କର ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ। ଆଉ ଏହା ସହିତ କମିସନରେଟ ପୋଲିସର ଅସଲ ମୁଖା ଧୀରେ ଧୀରେ ଖୋଲିବାରେ ଲାଗିଛି। ଘଟଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri