ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ୍, ଭିନେଶ ଫୋଗାଟଙ୍କୁ ରାଜ୍ୟସଭା ପଠାଇଥାନ୍ତୁ, ହେଲେ.. ନୂଆଦିଲ୍ଲୀ, ୦୮।୦୮: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଭୂପେନ୍ଦ୍ର ସିଂହ ହୁଡ୍ଡା ଭିନେଶ ଫୋଗାଟଙ୍କୁ ନେଇ ବଡ଼ କଥା କହିଛନ୍ତି । ଯଦି ଆମ ପାଖରେ ବିଧାୟକ ସଂଖ୍ୟା ଅଧିକ ଥାନ୍ତା ଆମେ ମହିଳା କୁସ୍ତିଯୋଦ୍ଧା ଭିନେଶ...