ଜନାଦେଶକୁ କେବେ ଚୋରି କରାଯାଇପାରିବ ନାହିଁ ୨୦୨୪ ସାଧାରଣ ନିର୍ବାଚନରେ ଖୁବ୍ କମ୍ ସମୟ ଲାଗି ଓଡ଼ିଶା ଭାଜପାର ଦାୟିତ୍ୱ ନେଇ ରାଜ୍ୟରେ ଦଳକୁ ସରକାର ଗଠନ କରିବା ଦିଗରେ କାର୍ଯ୍ୟ କରିଥିଲେ ରାଜସ୍ଥାନ ଅଲ୍ଓ୍ବାର ଲୋକ ସଭା ଏମ୍ପି ଭୂପେନ୍ଦ୍ର ଯାଦବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...