ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ… ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି ଜେନା ଶନିବାର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରଦୂଷଣ ପ୍ରମାଣ ପତ୍ର...