ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ୩ ଜିଲାରେ ବଢୁଛି ବାଲି ଚୋରା ଚାଲାଣ ମାମଲା, ୨୭ ଜିଲାରେ ନାହିଁ
ଭୁବନେଶ୍ୱର,୨୩।୩: ରାଜଧାନୀ ଉପକଣ୍ଠ ସମେତ କଟକ, ବ୍ରହ୍ମପୁର, ଗଞ୍ଜାମ, କୋରାପୁଟ, ବାଲେଶ୍ୱର ଆଦି ଜିଲାରେ ବାଲି ଚୋରି ପ୍ରବଳ ମାତ୍ରାରେ ଚାଲିଛି। ଏହାକୁ ନେଇ ଅଧିକାଂଶ ସମୟରେ ଅପ୍ରୀତିକର ସ୍ଥିତି ସୃଷ୍ଟି ହୋଇଛି। ହେଲେ କାଗଜପତ୍ରରେ ଏସବୁ ଦେଖିବାକୁ ମିଳୁନାହିଁ।...


