ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ ଭୁବନେଶ୍ୱର,୭ା୮: ଓଡ଼ିଶାର ବରିଷ୍ଠ ରାଜନେତା ତଥା ଖଣ୍ଡପଡ଼ାଗଡ଼ର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କର ଗୁରୁବାର ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ସେ ପୂର୍ବତନ ମନ୍ତ୍ରୀ ଭାବେ ରାଜ୍ୟ ରାଜନୀତିରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ବିଭୂତି...