Tag Archives: Bidhan sabha

ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୨: ସୋମବାର ଗୃହରେ ଜୟପୁରର କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀ ପ୍ରତି ଖାଦ୍ୟର ମାନକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ। ତାରା କହିଛନ୍ତି, ରାଜ୍ୟରେ ସବୁଠି ଅପମିଶ୍ରିତ ଖାଦ୍ୟ ବିକ୍ରି ହେଉଛି। ଅପମିଶ୍ରିତ ଖାଦ୍ୟ ତାଲିକାରେ ହର୍ଲିକ୍ସ, ଦହି, କ୍ଷୀର,…

ସରକାରଙ୍କ ବିରୋଧରେ କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ, ସମର୍ଥନ କଲେ ଏହି ବିଧାୟକ

ଭୁବନେଶ୍ୱର,୧୮ା୯: ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛି କଂଗ୍ରେସ। କଂଗ୍ରେସ ବିଧାୟକ ଦଳ ନେତା ବାଚସ୍ପତିଙ୍କୁ ଏନେଇ ଚିଠି ଦେଇଛନ୍ତି। ସିପିଏମ୍‌ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ସମର୍ଥନ ଥିବା ସୂଚନା। ବିଧାନସଭା ସଚିବଙ୍କ ଜରିଆରେ କଂଗ୍ରେସ ଏହି ଅନାସ୍ଥା ଆଣିଛି। ଅନ୍ୟପକ୍ଷରେ…

KIITକୁ ନେଇ ତାରାଙ୍କ ବିସ୍ଫୋରକ ବୟାନ, କହିଲେ ବହୁ IAS-IPSଙ୍କ ସ୍ତ୍ରୀ…

ଭୁବନେଶ୍ୱର,୨୦ା୨: ସାରା ଦେଶରେ ଚର୍ଚ୍ଚାରେ ରହିଥିବା KIITକୁ ନେଇ ଏବେ କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ତାରା ପ୍ରସାଦ ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି। ତାରା କହିଛନ୍ତି, କିଟ୍‌ରେ ବହୁ ଆଇଏଏସ୍‌ ଏବଂ ଆଇପିଏସ୍‌ଙ୍କ ସ୍ତ୍ରୀ କାର୍ଯ୍ୟରତ ଅଛନ୍ତି। କିଟ୍‌…

5Tର ପୋଲ୍‌ ଖୋଲିଲେ ସୁରେଶ ପୂଜାରୀ, କହିଲେ ପ୍ରୋସେସିଂ ନ କରି କେବଳ…

ଭୁବନେଶ୍ୱର,୨୦ା୨: ଗୁରୁବାର ଆରମ୍ଭ ହୋଇଛି ବିଧାନସଭା କାର୍ଯ୍ୟ। ଏଥିରେ ପୂର୍ବ ସରକାରରେ ଥିବା 5Tର ପୋଲ ଖୋଲିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ବିଧାୟକ ପ୍ରତାପ ଦେବଙ୍କ ପ୍ରଶ୍ନରେ ସୁରେଶ କଡ଼ା ଟାର୍ଗେଟ କରି କହିଛନ୍ତି, ଗତ ସରକାରରେ ଅନେକ ନିଷ୍ପତ୍ତି…

ଆସିଲା ବଜେଟ୍‌: ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ଆଜି ବିଧାନସଭାରେ ଏହି ବଜେଟ୍‌ ଉପସ୍ଥାପନ କରିଛନ୍ତି। ୨ ଲକ୍ଷ ୬୫ ହଜାର କୋଟିର ବଜେଟ୍‌ ଉପସ୍ଥାପନ…

ଶାସକ-ବିରୋଧୀ ମୁହାଁମୁହିଁ, ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୫ା୭: ଗୁରୁବାର ପୁଣି ବିଧାନସଭାରେ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ଏହି ହଟ୍ଟଗୋଳ ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ପଏଣ୍ଟ ଅଫ ଅର୍ଡର ମାଗିଥିଲା ବିରୋଧୀ ବିଜେଡି। ଏଥିସହିତ ବିରୋଧୀଦଳ ନେତାଙ୍କୁ ଗିରଫ ଶଦ୍ଦ…

ଆସନ୍ତାକାଲି ବଜେଟ୍‌ ଅଧିବେଶନ: ବିଧାନସଭାର ସୁରକ୍ଷା ଯାଞ୍ଚ କଲେ ଡିଜିପି

ଭୁବନେଶ୍ୱର,୨୧ା୭: ଆସନ୍ତାକାଲି ଅର୍ଥାତ୍‌ ସୋମବାରଠାରୁ ବସିବ ସପ୍ତଦଶ ବିଧାନସଭାର ବଜେଟ୍‌ ଅଧିବେଶନ। ଏନେଇ ବିଧାନସଭା ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ ରହିବାକୁ ନିଷ୍ପତ୍ତି ହୋଇଛି।…

ଆରମ୍ଭ ହେଲା ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୩ା୬: ସୋମବାର ଆରମ୍ଭ ହୋଇଛି ଚଳିତ ବିଧାନସଭାର ଏହି ଶେଷ ରାଜ୍ୟ କ୍ୟାବିନେଟ୍‌ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ଆରମ୍ଭ ହୋଇଛି। ଏହି ଭର୍ଚୁଆଲ ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ଚାଲିଛି। ଏହା ନବୀନ ସରକାରଙ୍କ…

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି ପ୍ରାର୍ଥୀ ବଦଳାଇଥିବା ବେଳେ ଗୋଟିଏ ଲୋକ ସଭା ଆସନରେ ପ୍ରାର୍ଥୀ ବଦଳାଇଛି। କେନ୍ଦୁଝର ଲୋକ…

୨୬ ଦିନ ପୂର୍ବରୁ ଶେଷ ହେଲା ବିଧାନସଭା, ଶାସକ ଦଳ ଏକତରଫା ଭାବେ ବନ୍ଦ କରିଦେଇଥିବା କହିଲେ ବିରୋଧୀ

ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ବିଧାନସଭାର ଶୀତକାଳୀନ ଅଧିବେଶନ ଶୁକ୍ରବାର ୨୬ ଦିନ ପୂର୍ବରୁ ଶେଷ ହୋଇଛି। ନଭେମ୍ବର ୨୧ରୁ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ଡିସେମ୍ବର ୩୦ ଯାଏ ଚାଲିଥାନ୍ତା। ହେଲେ ମାତ୍ର ୪ ଦିନ ପରେ ଅନିର୍ଦ୍ଦିଷ୍ଟ କାଳ ଲାଗି ମୁଲତବୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri