Tag Archives: Bidhan sabha

ଆସିଲା ବଜେଟ୍‌: ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ଆଜି ବିଧାନସଭାରେ ଏହି ବଜେଟ୍‌ ଉପସ୍ଥାପନ କରିଛନ୍ତି। ୨ ଲକ୍ଷ ୬୫ ହଜାର କୋଟିର ବଜେଟ୍‌...

ଶାସକ-ବିରୋଧୀ ମୁହାଁମୁହିଁ, ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୫ା୭: ଗୁରୁବାର ପୁଣି ବିଧାନସଭାରେ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ଏହି ହଟ୍ଟଗୋଳ ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ପଏଣ୍ଟ ଅଫ ଅର୍ଡର ମାଗିଥିଲା ବିରୋଧୀ ବିଜେଡି। ଏଥିସହିତ ବିରୋଧୀଦଳ ନେତାଙ୍କୁ ଗିରଫ...

ଆସନ୍ତାକାଲି ବଜେଟ୍‌ ଅଧିବେଶନ: ବିଧାନସଭାର ସୁରକ୍ଷା ଯାଞ୍ଚ କଲେ ଡିଜିପି

ଭୁବନେଶ୍ୱର,୨୧ା୭: ଆସନ୍ତାକାଲି ଅର୍ଥାତ୍‌ ସୋମବାରଠାରୁ ବସିବ ସପ୍ତଦଶ ବିଧାନସଭାର ବଜେଟ୍‌ ଅଧିବେଶନ। ଏନେଇ ବିଧାନସଭା ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ ରହିବାକୁ ନିଷ୍ପତ୍ତି...

ଆରମ୍ଭ ହେଲା ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୩ା୬: ସୋମବାର ଆରମ୍ଭ ହୋଇଛି ଚଳିତ ବିଧାନସଭାର ଏହି ଶେଷ ରାଜ୍ୟ କ୍ୟାବିନେଟ୍‌ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ଆରମ୍ଭ ହୋଇଛି। ଏହି ଭର୍ଚୁଆଲ ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ଚାଲିଛି। ଏହା ନବୀନ...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି ପ୍ରାର୍ଥୀ ବଦଳାଇଥିବା ବେଳେ ଗୋଟିଏ ଲୋକ ସଭା ଆସନରେ ପ୍ରାର୍ଥୀ ବଦଳାଇଛି। କେନ୍ଦୁଝର...

୨୬ ଦିନ ପୂର୍ବରୁ ଶେଷ ହେଲା ବିଧାନସଭା, ଶାସକ ଦଳ ଏକତରଫା ଭାବେ ବନ୍ଦ କରିଦେଇଥିବା କହିଲେ ବିରୋଧୀ

ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ବିଧାନସଭାର ଶୀତକାଳୀନ ଅଧିବେଶନ ଶୁକ୍ରବାର ୨୬ ଦିନ ପୂର୍ବରୁ ଶେଷ ହୋଇଛି। ନଭେମ୍ବର ୨୧ରୁ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ଡିସେମ୍ବର ୩୦ ଯାଏ ଚାଲିଥାନ୍ତା। ହେଲେ ମାତ୍ର ୪ ଦିନ ପରେ ଅନିର୍ଦ୍ଦିଷ୍ଟ କାଳ ଲାଗି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri