Tag Archives: bidhansabha

ମୌସୁମୀ ଅଧିବେଶନ ପାଇଁ ବିରୋଧୀ-ଶାସକ ସଜବାଜ

ଭୁବନେଶ୍ୱର,୧୨ା୯(ରବିନାରାୟଣ ଜେନା): ଚଳିତମାସ ୧୮ରୁ ୨୫ ତାରିଖ ଯାଏ ମୌସୁମୀ ଅଧିବେଶନ ଅନୁଷ୍ଠିତ ହେବ। ଏଥିନେଇ ସେପ୍ଟେମ୍ବର ୧୬ରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବାକୁ ରହିଥିବାବେଳେ ବିରୋଧୀମାନେ ଏହି ଅଧିବେଶନ ବେଳେ ସରକାରଙ୍କୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରୁଛନ୍ତି। ଗୁରୁବାର…

୫ ବର୍ଷରେ ଗିରଫ ହୋଇଛନ୍ତି ୮୨୭ ସରକାରୀ ବାବୁ, ଏବେ ବି ୧୧୩୧ ମାମଲାର ଚାଲିଛି ବିଚାର

ଭୁବନେଶ୍ୱର,୧୦ା୩: ୫ ବର୍ଷରେ ୮୨୭ ସରକାରୀ କର୍ମଚାରୀ ଗିରଫ ହୋଇଥିବାବେଳେ ୪୩୬ ସରକାରୀ କର୍ମଚାରୀ ବିଭିନ୍ନ ମୋକଦ୍ଦମାରେ ଦଣ୍ଡିତ ହୋଇଛନ୍ତି। ଏବେ ବି ୧୧୩୧ଟି ମାମଲାର ବିଚାର ପ୍ରକ୍ରିୟା ଜାରି ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର…

୧୬ରେ ବିଧାନସଭା ଘେରିବେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର,୧୦ା୨(ସୁଚିସ୍ମିତା ସାହୁ): ପ୍ରାଥମିକ ଶିକ୍ଷାରୁ ସ୍କିମାଟିକ ନିଯୁକ୍ତି ଉଚ୍ଛେଦ ଓ ନିଯୁକ୍ତ ପାଇଥିବା ଷ୍ଟିମାଟିକ ଶିକ୍ଷକଙ୍କୁ ତୁରନ୍ତ ନିୟମିତ ଶିକ୍ଷକ କରିବା ଆଦି ତିନି ଦଫା ଦାବି ନେଇ ଆସନ୍ତା ୧୬ ତାରିଖରେ ବିଧାନସଭା ଘେରାଉ କରିବେ ପ୍ରାଥମିକ ଶିକ୍ଷକ। ପ୍ରାଥମିକ…

ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୨ା୮: ଗୁରୁବାର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ସାଢ଼େ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗଞ୍ଜାମର ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ହୋ-ହଲ୍ଲା କରିଥିବା ବେଳେ ଇଡି ପ୍ରସଙ୍ଗରେ ବିରୋଧୀ କଂଗ୍ରେସ ମଧ୍ୟ…

ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ରଙ୍କ ନାମାଙ୍କନପତ୍ର ଦାଖଲ

କୋରାପୁଟ,୨୨ା୪(ଅମିତାଭ ବେହେରା): ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ର ସାଉଁତା କୋରାପୁଟ ଅତିରିକ୍ତ ଜିଲାପାଳ ଲଗ୍ନଜିତ୍‌ ରାଉତଙ୍କଠାରେ ନାମାଙ୍କନପତ୍ର ଦାଖଲ କରୁଛନ୍ତି। ଏହି ଅବସରରେ କୋରାପୁଟ ଲୋକ ସଭା ଆସନର କଂଗ୍ରେସ ପ୍ରାର୍ଥୀ ସପ୍ତଗିରି ଉଲାକାଙ୍କ ସମେତ ବହୁ କଂଗ୍ରେସ…

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ କ୍ଷୀରୋଦ ଚନ୍ଦ୍ର ପାତ୍ର, ସୁକିନ୍ଦାରୁ ବିଭୂଭୂଷଣ ରାଉତ, କଣ୍ଟାମାଳରୁ ଶରତ କୁମାର ପ୍ରଧାନ, କେନ୍ଦ୍ରାପଡ଼ାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?