UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ! ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ ଡିଜିଟାଲ୍ ପେମେଣ୍ଟକୁ ପ୍ରୋତ୍ସାହନ ଦେବା ପରେ ଏବେ ସରକାର UPI ଦେୟ ଉପରେ…