‘ହଁ ଆମେ ଯୁଦ୍ଧ ଶେଷ କରିବୁ…’, ଆମେରିକାକୁ ଇରାନର ସିଧା ଜବାବ, ସାମ୍ନାରେ ରଖିଲା ୨ ବଡ଼ ସର୍ତ୍ତ ତେହରାନ୍,୨୪।୩: ଆମେରିକା ଏବେ ଇରାନ ସହିତ ସଂଘର୍ଷ ସମାପ୍ତ କରିବାକୁ ପ୍ରସ୍ତୁତ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ଆଉ ଯୁଦ୍ଧ କରିବାକୁ ଚାହୁଁନାହିଁ; ବରଂ ଏକ ସମାଧାନ କରିବାକୁ ଚାହୁଁଛି। ତାଙ୍କ ଅନୁସାରେ, ଆମେରିକା ବର୍ତ୍ତମାନ…