ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍ ନୁହେଁ ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନ ଉପରେ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ, ଜଷ୍ଟିସ ଜୟମାଲ୍ୟ ବାଗଚୀ ଏବଂ…